Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»9 ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜଗତସିଂହପୁର ଜିଲ୍ଲା ପ୍ରଶାସନ
ଆଜିର ଖବର

9 ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜଗତସିଂହପୁର ଜିଲ୍ଲା ପ୍ରଶାସନ

June 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ଆଜି ସକାଳେ ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ 9 ଜଣ ଆକ୍ରାନ୍ତଙ୍କ ତଥ୍ୟ ଜାରି କରିଛି ଜିଲ୍ଲା ପ୍ରଶାସନ । ଆକ୍ରାନ୍ତଙ୍କ ମଧ୍ୟକରେ ତିର୍ତ୍ତୋଲ ବ୍ଲକ୍‌ରୁ 7 ଜଣ ଏବଂ ନାଉଗାଁ ବ୍ଲକ୍‌ରୁ 2ଜଣ ରହିଛନ୍ତି । ସମସ୍ତ ଆକ୍ରାନ୍ତ ପ୍ରବାସ ଫେରନ୍ତା ବୋଲି ଜଣାପଡିଛି । ତିର୍ତ୍ତୋଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ମହାରାଷ୍ଟ୍ର, 3 ଜଣ ତାମିଲନାଡୁ, ପଶ୍ଚିମବଙ୍ଗ ଓ ହରିୟାଣାରୁ ଜଣେ ଲେଖାଏଁ ପ୍ରବାସୀ ରହିଛନ୍ତି । ସମସ୍ତ ଆକ୍ରାନ୍ତ କ୍ବାରେଣ୍ଟିନ୍‌ ସେଣ୍ଟରରେ ରହିଥିଲା । ସେହିପରି ନାଉଗାଁରୁ ଚିହ୍ନଟ ଦୁଇ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା । ଦୁଇ ଆକ୍ରାନ୍ତ ଜଗତସିଂହପୁର ଆସିବା ପୂର୍ବରୁ ସମ୍‌ରେ ନିଜର କରୋନା ପରୀକ୍ଷଣ କରାଇଥିଲେ ଏବଂ ପଜିଟିଭ୍‌ ସାବ୍ୟସ୍ତ ହୋଇଥିଲେ । ଉଲ୍ଲେଖଯୋଗ୍ୟ ଯେ ତିର୍ତ୍ତୋଲ ବ୍ଳକରୁ ବାହାରିଥିବା 7ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କଟରା ପଞ୍ଚାୟତରୁ 5ଜଣ ଓ କୃଷ୍ଣାନନ୍ଦପୁର ପଞ୍ଚାୟତରୁ 2ଜଣ ବୋଲି ଜଣାପଡିଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ 167ରେ ପହଞ୍ଚିଛି । ଏହା ମଧ୍ୟରୁ 87 ଜଣ ସୁସ୍ଥ ହୋଇସାରିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 80 ରହିଛି ।

covid19 jagatsinghpur
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.