Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ-ଚୀନ୍‌ ସଂଘର୍ଷରେ 5 ଚୀନ୍‌ ଯବାନ ନିହତ : 11 ଆହତ
ଆଜିର ଖବର

ଭାରତ-ଚୀନ୍‌ ସଂଘର୍ଷରେ 5 ଚୀନ୍‌ ଯବାନ ନିହତ : 11 ଆହତ

June 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲଦାଖ : ଲଦଖର ଗଲଓ୍ବାନ୍‌ ଉପତ୍ୟାକାରେ ଉଭୟ ରାଷ୍ଟ୍ରର ଯବାନଙ୍କ ମଧ୍ୟରେ ସଂଘର୍ଷ ଘଟିଛି । ଏହି ସଂଘର୍ଷରେ 3 ଜଣ ଭାରତୀୟ ଯବାନ ଶହୀଦ ହୋଇଥିବା ବେଳେ 5 ଜଣ ଚୀନ୍‌ ଯବାନଙ୍କ ପ୍ରାଣହାନି ଘଟିଛି । ସେହିପରି 11 ଜଣ ଚୀନ୍‌ ସୈନ୍ୟ ଆହତ ହୋଇଥିବା ଜଣାପଡିଛି । ଭାରତୀୟ ସେନା ପକ୍ଷରୁ ଶହୀଦ ଯବାନଙ୍କୁ ନେଇ ସ୍ପଷ୍ଟୋକ୍ତି ପ୍ରଦାନ କରାଯାଇଥିବା ବେଳେ ଚୀନ୍‌ ପକ୍ଷରୁ ନୀରବତା ଅବଲମ୍ବନ କରାଯାଉଛି । ତେବେ ଗ୍ଲୋବାଲ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ 5 ଜଣ ଚୀନ୍‌ ଯବାନ ପ୍ରାଣ ହରାଇଥିବା ବେଳେ 11 ଜଣ ଆହତ ହୋଇଛନ୍ତି । ସରକାରୀ ଭାବରେ କୌଣସି ସୂଚନା ପ୍ରଦାନ କରାଯାଇନଥିବା ବେଳେ ଚୀନ୍‌ ରାଷ୍ଟ୍ରଦୂତ ଭାରତକୁ ସମାଲୋଚନା କରିଥିଲେ । (ଏଜେନ୍ସି)

china india jawan
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026

ହୋଲିରେ ମଦ୍ୟପାନ କରି ଗାଡି ଚଲାଉଥିଲେ ହୋଇଯା’ନ୍ତୁ ସାବଧାନ!: କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

March 4, 2026

ଆଜି ମାର୍ଚ୍ଚ ୪ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

March 4, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026
Latest News

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026

ହୋଲିରେ ମଦ୍ୟପାନ କରି ଗାଡି ଚଲାଉଥିଲେ ହୋଇଯା’ନ୍ତୁ ସାବଧାନ!: କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

March 4, 2026

ଆଜି ମାର୍ଚ୍ଚ ୪ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

March 4, 2026

ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 3, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.