Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଏନ୍‌ବି ଦୁର୍ନୀତି ମାମଲା : ଭୁବନେଶ୍ବରରୁ 37 ଲକ୍ଷ ଜବତ କଲା ସିବିଆଇ
ଆଜିର ଖବର

ପିଏନ୍‌ବି ଦୁର୍ନୀତି ମାମଲା : ଭୁବନେଶ୍ବରରୁ 37 ଲକ୍ଷ ଜବତ କଲା ସିବିଆଇ

June 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପିଏନ୍‌ବି ଦୁର୍ନୀତି ମାମଲାରେ ସିବିଆଇକୁ ବଡ ସଫଳତା । 32 କୋଟିର ଲୋନ୍‌ ଠକେଇ ମାମଲାରେ ସିବିଆଇ ଏକ ଲକର୍‌ରୁ 37.90 ଲକ୍ଷ ଟଙ୍କା ଜବତ କରିଛି । 32 କୋଟି ଟଙ୍କାର ଲୋନ୍‌ ଠକେଇରେ ସାମିଲ ଥିବା ଗ୍ଲୋବାଲ୍‌ ଟ୍ରେଡିଂ ସଲ୍ୟୁସନ୍‌ସର ପୂର୍ବତନ ନିର୍ଦ୍ଦେଶକ କୌଶିକ ମହାନ୍ତିଙ୍କ ଲକରରୁ ସିବିଆଇ ଏହି ଅର୍ଥ ଠାବ କରିଛି । ଏହି ଋଣ ଠକେଇ ମାମଲାରେ ସିବିଆଇ ପକ୍ଷରୁ 9 ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଛି । ଏହା ମଧ୍ୟରେ ବ୍ୟାଙ୍କକର କିଛି କର୍ମଚାରୀ ଏବଂ ଗ୍ଲୋବାଲ୍‌ ଟ୍ରେଡିଂ ସଲ୍ୟୁସନ୍‌ସର କିଛି କର୍ମଚାରୀ ରହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, କାଗଜପତ୍ରରେ ହେରଫେର କରାଯାଇ ଗ୍ଲୋବାଲ୍‌ ଟ୍ରେଡିଂ ସଲ୍ୟୁସନ୍‌ସକୁ 32 କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଥିଲା ।

cbi Odisha
Share. Facebook Twitter LinkedIn Email WhatsApp Copy Link

Related Posts

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.