Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ 175 କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ ଆଉ 175 କରୋନା ଆକ୍ରାନ୍ତ ଚିହ୍ନଟ

June 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହା ମଧ୍ୟରେ ଆଜି 175 ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 4338କୁ ବୃଦ୍ଧି ପାଇଛି । ଚିହ୍ନଟ 175 ଆକ୍ରାନ୍ତଙ୍କ ମଧ୍ୟରେ 145 କ୍ୱାରେଣ୍ଟିନ ସେଣ୍ଟରରୁ ବାହାରିଥିବା ବେଳେ 30 ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଗଜପତିରୁ ସର୍ବାଧିକ 57, ଖୋର୍ଦ୍ଧାରୁ 25, ପୁରୀରୁ 18, ବରଗଡ଼ରୁ 11, ଜଗତସିଂହପୁରରୁ 7, କନ୍ଧମାଳରୁ 7, ବାଲେଶ୍ୱରରୁ 6, ମୟୁରଭଞ୍ଜରୁ 5, ସୁନ୍ଦରଗଡ଼ରୁ 5, ନୂଆପଡ଼ାରୁ 4, କଟକରୁ 3, ବଲାଙ୍ଗୀରରୁ 3, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 4338 ରହିଥିବା ବେଳେ ଏହା ମଧ୍ୟରୁ 2974 ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 1350 ରହିଛି ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ପରିବାର ଅଦାଲତଙ୍କ ରାୟକୁ ଚ୍ୟାଲେଞ୍ଜ, ହାଇକୋର୍ଟରେ ଛାଡ଼ପତ୍ର ମାମଲାର ନୂଆ ମୋଡ଼

October 23, 2026

ଦୀପାବଳି ପୂର୍ବରୁ ମହଙ୍ଗା ମାଡ଼! CNG ଦର ବୃଦ୍ଧିରେ ଚିନ୍ତାରେ ଗ୍ରାହକ

October 23, 2026

ଆନ୍ଧ୍ରପ୍ରଦେଶରେ ନିର୍ବାଚନୀ ହିଂସା: TDP-YSRCP ମୁହାଁମୁହିଁ, ଜଳିଲା କାର୍‌, ମହିଳା ପ୍ରାର୍ଥୀଙ୍କୁ ଆକ୍ରମଣ ଅଭିଯୋଗ!

October 23, 2026

ନିର୍ବାଚନ କମିଶନରେ କ’ଣ ଚାଲିଛି? RTI ଦଲିଲରେ ଖୋଲିଲା ପ୍ରଶାସନିକ ବିବାଦ

October 23, 2026
Latest News

ପରିବାର ଅଦାଲତଙ୍କ ରାୟକୁ ଚ୍ୟାଲେଞ୍ଜ, ହାଇକୋର୍ଟରେ ଛାଡ଼ପତ୍ର ମାମଲାର ନୂଆ ମୋଡ଼

October 23, 2026

ଦୀପାବଳି ପୂର୍ବରୁ ମହଙ୍ଗା ମାଡ଼! CNG ଦର ବୃଦ୍ଧିରେ ଚିନ୍ତାରେ ଗ୍ରାହକ

October 23, 2026

ଆନ୍ଧ୍ରପ୍ରଦେଶରେ ନିର୍ବାଚନୀ ହିଂସା: TDP-YSRCP ମୁହାଁମୁହିଁ, ଜଳିଲା କାର୍‌, ମହିଳା ପ୍ରାର୍ଥୀଙ୍କୁ ଆକ୍ରମଣ ଅଭିଯୋଗ!

October 23, 2026

ନିର୍ବାଚନ କମିଶନରେ କ’ଣ ଚାଲିଛି? RTI ଦଲିଲରେ ଖୋଲିଲା ପ୍ରଶାସନିକ ବିବାଦ

October 23, 2026

ନାବାଳିକା ହତ୍ୟା ମାମଲା: SIଙ୍କ ବଦଳି

October 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.