Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରୀବାହୀ ବସ୍‌ ଓଲଟି 12 ଆହତ, 2 ଗୁରୁତର
ଆଜିର ଖବର

ଯାତ୍ରୀବାହୀ ବସ୍‌ ଓଲଟି 12 ଆହତ, 2 ଗୁରୁତର

June 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୋହନା: ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ 12ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ 2ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ 40 ଜଣ ଯାତ୍ରୀଙ୍କୁ ନେଇ ବସ୍‌ଟି ରାୟଗଡ଼ାରୁ କଟକ ଯାଉଥିବାବେଳେ ଖ୍ରୀଷ୍ଟପୁର ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍‌ର ସାମ୍ନା ପଟୁ ଏକ ଟ୍ରକ୍‌ ଚାଲି ଆସିବାରୁ ଦୁର୍ଘଟଣା ଘଟିଥିଲା । ତେବେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ଦୁର୍ଘଟଣା ଯାତ୍ରୀବାହୀ ବସ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.