Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଚିହ୍ନଟ 165 ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ 41
ଆଜିର ଖବର

ଆଜି ଚିହ୍ନଟ 165 ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ 41

June 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଚିହ୍ନଟ 165 ଆକ୍ରାନ୍ତ ମଧ୍ୟରେ ପଶ୍ଚିମବଙ୍ଗ ଆମ୍ପାନ୍‌ ଉଦ୍ଧାର କାର୍ଯ୍ୟରୁ ଫେରିଥିବା 11 ଜଣ କର୍ମଚାରୀ  ରହିଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲାରୁ 41 ଜଣ ରହିଥିବାବେଳେ ଗଜପତିରୁ 28 ଜଣ, କଟକରୁ 20 ଜଣ, ଖୋର୍ଦ୍ଧା ଓ ଯାଜପୁରରୁ 8 ଜଣ ଲେଖାଏଁ ରହିଛନ୍ତି । ପୁରୀରୁ 7 ଜଣ, ସୁନ୍ଦରଗଡରୁ 6ଜଣ, ନବରଙ୍ଗପୁର ଓ ମୟୂରଭଞ୍ଜରୁ 3 ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗିର ଓ ଝାରସୁଗୁଡାରୁ 2 ଜଣ ଲେଖାଏଁ ରହିଥିବାବେଳେ  କୋରାପୁଟ, ମାଲ୍‌କାନଗିରି, ଅନୁଗୁଳ, ନୟାଗଡ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ରହିଛନ୍ତି।

ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 4,677କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି ହୋଇଥିବାବେଳେ ତିନି ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସତ୍ତ୍ବେ ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା ଆକ୍ରାନ୍ତ ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୨୮ ତାରିଖ ଶନିବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 28, 2026

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026

ଚୀନକୁ ବଡ଼ ଝଟକା ଦେଲା: ହର୍ମୁଜ୍ ପ୍ରଣାଳୀରୁ ଫେରାଇଲା ଦୁଇଟି ବେଜିଂ ଜାହାଜ

March 27, 2026

ଜିଓ ଫାଇନାନ୍ସିଆଲ୍ – ଆଲିଆଞ୍ଜ୍ ପୁନଃବୀମା ମିଳିତ ଉଦ୍ୟୋଗର ଭାରତରେ କାର୍ଯ୍ୟ ଆରମ୍ଭ

March 27, 2026
Latest News

ଆଜି ମାର୍ଚ୍ଚ ୨୮ ତାରିଖ ଶନିବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 28, 2026

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026

ଚୀନକୁ ବଡ଼ ଝଟକା ଦେଲା: ହର୍ମୁଜ୍ ପ୍ରଣାଳୀରୁ ଫେରାଇଲା ଦୁଇଟି ବେଜିଂ ଜାହାଜ

March 27, 2026

ଜିଓ ଫାଇନାନ୍ସିଆଲ୍ – ଆଲିଆଞ୍ଜ୍ ପୁନଃବୀମା ମିଳିତ ଉଦ୍ୟୋଗର ଭାରତରେ କାର୍ଯ୍ୟ ଆରମ୍ଭ

March 27, 2026

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.