Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣିଥରେ ବିଗିଡିଲା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା : ଅକ୍ସିଜେନ୍ ସପୋର୍ଟରେ ସତ୍ୟେନ୍ଦ୍ର ଜୈନ
ଆଜିର ଖବର

ପୁଣିଥରେ ବିଗିଡିଲା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା : ଅକ୍ସିଜେନ୍ ସପୋର୍ଟରେ ସତ୍ୟେନ୍ଦ୍ର ଜୈନ

June 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍‌ଙ୍କ ସ୍ବାସ୍ଥ୍ୟବସ୍ଥା ପୁଣିଥରେ ବିଗିଡଇଛି । ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ନିଃଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ ହେଉଥିବାରୁ ତାଙ୍କୁ ଅକ୍ସିଜେନ୍‌ ସର୍ପୋଟରେ ରଖାଯାଇଛି । ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ  ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ଦୁଇ ଦିନ ପୂର୍ବରୁ କରୋନା ଭାଇରସରେ ସଂକ୍ରମିତ ହୋଇଥିବାର ସୂଚନା ରହିଥିଲା ।

ଦିଲ୍ଲୀସ୍ଥିତ ରାଜୀବ ଗାନ୍ଧି ହସ୍ପିଟାଲରେ ସତ୍ୟେନ୍ଦ୍ର ଜୈନ୍‌ଙ୍କ ଚିକିତ୍ସା କରାଯାଉଥିବାବେଳେ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିବାର ସୂଚନା ରହିଛି । କିଛି ଦିନ ପୂର୍ବରୁ ଜ୍ବର ଓ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ପ୍ରଥମେ ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବାବେଳେ  ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିଲା । କିନ୍ତୁ ଦୁଇ ଦିନ ପୂର୍ବରୁ ସତ୍ୟେନ୍ଦ୍ର ଜୈନ୍‌ଙ୍କ ପୁନର୍ବାର କରୋନା ଟେଷ୍ଟ କରାଯିବା ପରେ ପଜିଟିଭ୍‌ ମିଳିଥିଲା । କିନ୍ତୁ  ଆଜି ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଯାଇଥିବାରୁ ତାଙ୍କୁ ଅକ୍ସିଜେନ୍‌ ସର୍ପୋଟ୍‌ରେ ରଖାଯାଇଛି । (ଏଜେନ୍ସି)

delhihealthminister
Share. Facebook Twitter LinkedIn Email WhatsApp Copy Link

Related Posts

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026
Latest News

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.