Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣିଥରେ ବିଗିଡିଲା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା : ଅକ୍ସିଜେନ୍ ସପୋର୍ଟରେ ସତ୍ୟେନ୍ଦ୍ର ଜୈନ
ଆଜିର ଖବର

ପୁଣିଥରେ ବିଗିଡିଲା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା : ଅକ୍ସିଜେନ୍ ସପୋର୍ଟରେ ସତ୍ୟେନ୍ଦ୍ର ଜୈନ

June 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍‌ଙ୍କ ସ୍ବାସ୍ଥ୍ୟବସ୍ଥା ପୁଣିଥରେ ବିଗିଡଇଛି । ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ନିଃଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ ହେଉଥିବାରୁ ତାଙ୍କୁ ଅକ୍ସିଜେନ୍‌ ସର୍ପୋଟରେ ରଖାଯାଇଛି । ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ  ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ଦୁଇ ଦିନ ପୂର୍ବରୁ କରୋନା ଭାଇରସରେ ସଂକ୍ରମିତ ହୋଇଥିବାର ସୂଚନା ରହିଥିଲା ।

ଦିଲ୍ଲୀସ୍ଥିତ ରାଜୀବ ଗାନ୍ଧି ହସ୍ପିଟାଲରେ ସତ୍ୟେନ୍ଦ୍ର ଜୈନ୍‌ଙ୍କ ଚିକିତ୍ସା କରାଯାଉଥିବାବେଳେ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିବାର ସୂଚନା ରହିଛି । କିଛି ଦିନ ପୂର୍ବରୁ ଜ୍ବର ଓ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ପ୍ରଥମେ ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବାବେଳେ  ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିଲା । କିନ୍ତୁ ଦୁଇ ଦିନ ପୂର୍ବରୁ ସତ୍ୟେନ୍ଦ୍ର ଜୈନ୍‌ଙ୍କ ପୁନର୍ବାର କରୋନା ଟେଷ୍ଟ କରାଯିବା ପରେ ପଜିଟିଭ୍‌ ମିଳିଥିଲା । କିନ୍ତୁ  ଆଜି ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଯାଇଥିବାରୁ ତାଙ୍କୁ ଅକ୍ସିଜେନ୍‌ ସର୍ପୋଟ୍‌ରେ ରଖାଯାଇଛି । (ଏଜେନ୍ସି)

delhihealthminister
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମ ଜିଲ୍ଲା ପ୍ରଶାସନ ଓ ISRD ମିଳିତ ଆନୁକୁଲ୍ୟରେ ଅତିରିକ୍ତ ୱାନ୍ ଷ୍ଟପ୍‌ ସେଣ୍ଟର୍ ର ଉଦ୍ଘାଟିତ

December 31, 2025

ଫିକା ପଡିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟରେ କେତେ ହ୍ରାସ?

December 31, 2025

ମୋଦୀଙ୍କ ଏହି ବୟାନରେ ଜେଲେନସ୍କି କ୍ଷୁବ୍ଧ: ଜାଣନ୍ତୁ କ’ଣ କହିଲେ ୟୁକ୍ରେନୀୟ ରାଷ୍ଟ୍ରପତି?

December 31, 2025

ଚୀନକୁ ବଡ଼ ଝଟକା ଦେଲା ଭାରତ: ଏହି ଜିନିଷ ଉପରେ ତିନି ବର୍ଷ ପାଇଁ ଲଗାଇଲା ଶୁଳ୍କ

December 31, 2025
Latest News

ଗଞ୍ଜାମ ଜିଲ୍ଲା ପ୍ରଶାସନ ଓ ISRD ମିଳିତ ଆନୁକୁଲ୍ୟରେ ଅତିରିକ୍ତ ୱାନ୍ ଷ୍ଟପ୍‌ ସେଣ୍ଟର୍ ର ଉଦ୍ଘାଟିତ

December 31, 2025

ଫିକା ପଡିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟରେ କେତେ ହ୍ରାସ?

December 31, 2025

ମୋଦୀଙ୍କ ଏହି ବୟାନରେ ଜେଲେନସ୍କି କ୍ଷୁବ୍ଧ: ଜାଣନ୍ତୁ କ’ଣ କହିଲେ ୟୁକ୍ରେନୀୟ ରାଷ୍ଟ୍ରପତି?

December 31, 2025

ଚୀନକୁ ବଡ଼ ଝଟକା ଦେଲା ଭାରତ: ଏହି ଜିନିଷ ଉପରେ ତିନି ବର୍ଷ ପାଇଁ ଲଗାଇଲା ଶୁଳ୍କ

December 31, 2025

ଶ୍ରୀଲଙ୍କାକୁ ୫-୦ରେ ପରାସ୍ତ କରିବା ପରେ ICC ପଏଣ୍ଟ ଟେବୁଲର ସ୍ଥିତି କ’ଣ, କେଉଁ ସ୍ଥାନରେ ଅଛି ଭାରତ?

December 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.