Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଦୁଇ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ହାର ଶତକଡା ୫୩.୭୯କୁ ବୃଦ୍ଧି
ଆଜିର ଖବର

ଦେଶରେ ଦୁଇ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ହାର ଶତକଡା ୫୩.୭୯କୁ ବୃଦ୍ଧି

June 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦେଶରେ ଦୁଇ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ହାର ଶତକଡା ୫୩.୭୯କୁ ବୃଦ୍ଧି

ନୂଆଦିଲ୍ଲୀ, କରୋନା ସଂକ୍ରମିତଙ୍କ ମଧ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୩୮୬ ରୋଗୀ ସୁସ୍ଥ ହେବା ସହିତ ମୋଟ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୨,୦୪,୭୧୦ରେ ପହଞ୍ଚିଛି । ଆରୋଗ୍ୟ ହାର ଶତକଡା ୫୩.୭୯କୁ ବୃଦ୍ଧି ହେବା ସହ ବର୍ତ୍ତମାନ ୧,୬୩,୨୪୮ ସକ୍ରିୟ ରୋଗୀ ଚିକିତ୍ସାଧୀନ ଅଛନ୍ତି । ପ୍ରତିଦିନ ଆରୋଗ୍ୟ ଏବଂ ସଂକ୍ରମିତ ରୋଗୀଙ୍କ ମଧ୍ୟରେ ଥିବା ପାର୍ଥକ୍ୟ ଆସ୍ତେ ଆସ୍ତେ ବୃଦ୍ଧି ପାଉଛି ।

ଦେଶରେ କୋଭିଡ-୧୯ର ଉତ୍ତମ ପରିଚାଳନା ଯୋଗୁଁ ଏଭଳି ସୁଫଳ ମିଳୁଥିବା ଅନୁମାନ କରାଯାଉଛି । ନିରାପତ୍ତା ମୂଳକ ପଦକ୍ଷେପ ଯେପରିକି ଲକଡାଉନକୁ ତ୍ୱରାନ୍ୱିତ କରିବା, କୋଭିଡ ସମ୍ପର୍କରେ ଜନସାଧାରଙ୍କୁ ସଚେତନତା ଓ କେନ୍ଦ୍ର ତଥା ରାଜ୍ୟ ମଧ୍ୟରେ ଉତ୍ତମ ସମନ୍ଵୟ ସଂକ୍ରମଣକୁ ରୋକିବାରେ ସାହାଯ୍ୟ କରିଛି ।

ଲଡକାଉନ ଯୋଗୁଁ ସରକାରଙ୍କୁ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ଓ ନମୁନା ପରିକ୍ଷାକୁ ସୁସଂଯତ କରିବା ପାଇଁ ଯଥେଷ୍ଟ ସମୟ ମିଳିଥିଲା । ସମଯୋଚିତ ପଦକ୍ଷେପ ଯୋଗୁଁ ସଂକ୍ରମିତଙ୍କ ତୁଳନାରେ ଆରୋଗ୍ୟ ହାର ବୃଦ୍ଧି ଏହିସବୁ କାରଣ ଯୋଗୁଁ ସମ୍ଭବ ହୋଇଥିବା କୁହାଯାଉଛି । ଦେଶରେ ସରକାରୀ ପରୀକ୍ଷାଗାର ୭୦୩ ଓ ବେସରକାରୀ ୨୫୭ ଏହିପରି ମୋଟ ୯୬୦ଟି ପରୀକ୍ଷାଗାରରେ ନମୁନା ପରୀକ୍ଷା କରାଯାଉଛି ।

କୋଭିଡ19 ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.