Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଗତ 24 ଘଣ୍ଟାରେ 375ଜଣଙ୍କର ଜୀବନ ନେଲାଣି କରୋନା, ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା 15 ହଜାର ନିକଟତର
ଆଜିର ଖବର

ଦେଶରେ ଗତ 24 ଘଣ୍ଟାରେ 375ଜଣଙ୍କର ଜୀବନ ନେଲାଣି କରୋନା, ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା 15 ହଜାର ନିକଟତର

June 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିନକୁ ଦିନ କରୋନା ପ୍ରଭାବ ବଢୁଥିବା ସହ ସାରା ବିଶ୍ବରେ ସଙ୍କଟ ବଢିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ସଂଘାତିକ ହେଉଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଏପର୍ଯ୍ୟନ୍ତ ଦେଶରେ 3 ଲକ୍ଷ 95 ହଜାର 48 ଜଣ ସଂକ୍ରମିତ ହୋଇଥିବାବେଳେ 12,948ଜଣଙ୍କର ମୃତ୍ୟୁହୋଇଛି । ସେହିପରି ଦୁଇ ଲକ୍ଷ 13 ହଜାର 830 ଜଣ ସୁସ୍ଥ ହୋଇଛନ୍ତି । ଗତ 24 ଘଣ୍ଟା ମଧ୍ୟରେ 14 ହଜାର 516ଟି ନୂତନ ମାମଲା ଆସିଥିବାବେଳେ 375ଜଣଙ୍କର ମୃତ୍ୟୁ ହୋଇଛି ।

କରୋନା ସଂକ୍ରମିତ ଦେଶଙ୍କ ମଧ୍ୟରେ ଭାରତ ଚତୁର୍ଥ ସ୍ଥାନରେ ପହଞ୍ଚିଛି । ଆମେରିକାରେ ସର୍ବାଧିକ ମାମଲା ରହିଥିବାବେଳେ ଏହା ପଛକୁ ରହିଛି ବ୍ରାଜିଲ୍‌, ରୁଷ୍‌ ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ 5893ଜଣଙ୍କର ମୃତ୍ୟୁ ହୋଇଥିବାବେଳେ  ଦିଲ୍ଲୀରେ 2035, ଗୁଜୁରାଟରେ 1608, ତାମିଲନାଡୁରେ 666, ପଶ୍ଚିମବଙ୍ଗରେ 529, ମଧ୍ୟପ୍ରଦେଶରେ 495, ଉତ୍ତରପ୍ରଦେଶରେ 488ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

ଆକ୍ରାନ୍ତ କରୋନା ଦିଲ୍ଲୀ ମୁମ୍ବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026
Latest News

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.