Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୪ଟି ପର୍ଯ୍ୟାୟ ନିର୍ବାଚନକୁ ବିରୋଧ କଲା ବିଜେଡି : ନିର୍ବାଚନ କମିସନ ବିଜେପି ଦ୍ବାରା ପ୍ରଭାବିତ
ଆଜିର ଖବର

୪ଟି ପର୍ଯ୍ୟାୟ ନିର୍ବାଚନକୁ ବିରୋଧ କଲା ବିଜେଡି : ନିର୍ବାଚନ କମିସନ ବିଜେପି ଦ୍ବାରା ପ୍ରଭାବିତ

March 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ହେବ । ଗତକାଲି ନିର୍ବାଚନ କମିସନ୍ ଏନେଇ ଘୋଷଣା କରିଛନ୍ତି। ତେବେ ନିର୍ବାଚନ କମିସନଙ୍କ ଏହି ନିଷତ୍ତିକୁ ବିରୋଧ କରିଛି ବିଜେଡ଼ି । ଓଡ଼ିଶାରେ କାହିକି ୪ଟି ପର୍ଯ୍ୟାୟରେ ନିର୍ବାଚନ ହେଉଛି ବୋଲି ବିଜେଡ଼ି ମୁଖପାତ୍ର ଅମର ପଟ୍ଟନାୟକ ପ୍ରଶ୍ନ କରିଛନ୍ତି । ଯେଉଁଠି ବିଜେପି ଦୁର୍ବଳ ଅଛି, ସେଠାରେ ଅଧିକ ପର୍ଯ୍ୟାୟରେ ନିର୍ବାଚନ କରାଯାଉଛି । ପୂର୍ବରୁ ମାଓବାଦୀ ସମସ୍ୟା ପାଇଁ ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ କରାଯାଉଥିଲା । ଅଧିକ ଆସନ ଥିବା ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେଉଥିବା ବେଳେ ଓଡ଼ିଶାରେ କାହିଁକି ୪ଟି ପର୍ଯ୍ୟାୟରେ ନିର୍ବାଚନ ହେଉଛି ବୋଲି ପ୍ରଶ୍ନ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ନିର୍ବାଚନ କମିସନଙ୍କୁ ପ୍ରଭାବିତ କରି ଏପରି କରାଯାଇଛି। ରାଜ୍ୟର ନିର୍ବାଚନ ଅଧିକାରୀ ନିରପେକ୍ଷତା ଅବଲମ୍ବନ କରୁନାହାନ୍ତି ବୋଲି ଅଭିଯୋଗ କରିଛନ୍ତି। ବିଜେପି ଦ୍ବାରା ସିଇଓ ପ୍ରଭାବିତ ହୋଇଛନ୍ତି ବୋଲି ବିଜେଡ଼ି ଅଭିଯୋଗ କରିଛି । ଆନ୍ଧ୍ର ଓ ଗୁଜୁରାଟରେ ଅଧିକ ଆସନ ଥାଇ ବି ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେଉଛି । ବିଜେପି ଦୁର୍ବଳ ଥିବା ରାଜ୍ୟରେ ଅଧିକ ପର୍ଯ୍ୟାୟର ନିର୍ବାଚନ ହେଉଛି ବୋଲି ଅମର ପଟ୍ଟନାୟକ କହିଛନ୍ତି ।

ceo thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.