Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ : ଦିନକରେ 304 ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାର ଟପିଲା
ଆଜିର ଖବର

ରାଜ୍ୟରେ ଆଜି ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ : ଦିନକରେ 304 ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାର ଟପିଲା

June 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ରାଜ୍ୟରୁ ସର୍ବାଧିକ  304 ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା । ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 272ଜଣ ଚିହ୍ନଟ ହୋଇଥିବାବେଳେ 32ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 5,160କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 1607। ସେହିପରି  ସୁସ୍ଥ ହୋଇଛନ୍ତି 3534 ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 12ଜଣ । ସେହିପରି 4 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.