Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମ୍‌କୋର୍ଟରେ ରଥଯାତ୍ରା ମାମଲାର ଶୁଣାଣି : ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର
ଆଜିର ଖବର

ସୁପ୍ରିମ୍‌କୋର୍ଟରେ ରଥଯାତ୍ରା ମାମଲାର ଶୁଣାଣି : ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର

June 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଚଳିତ ବର୍ଷ ବିଶ୍ବପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁର ଆଶଙ୍କା ଭିତରେ ସମ୍ଭାବନା ସୃଷ୍ଟି ହୋଇଛି । ପୁରୀ ରଥଯାତ୍ରା ମାମଲାରେ ପକ୍ଷଭୁକ୍ତ ହୋଇଛନ୍ତି ରାଜ୍ୟ ସରକାର । ଗଜପତି ମହାରାଜାଙ୍କ ପ୍ରସ୍ତାବ କ୍ରମେ ରଥଯାତ୍ରା କରିବାକୁ ସତ୍ୟପାଠ କରିଛନ୍ତି ରାଜ୍ୟ ସରକାର । ବିନା ଭକ୍ତରେ ରଥଯାତ୍ରା କରିବାକୁ ସତ୍ୟପାଠରେ ଉଲ୍ଲେଖ କରାଯାଇଛି । ରାଜ୍ୟସରକାରଙ୍କ ପକ୍ଷରୁ ରେସିଡେଣ୍ଟ କମିଶନର ଦାଖଲ କଲେ ସତ୍ୟପାଠ । ରେସିଡେଣ୍ଟ କମିଶନର ସଞ୍ଜୀବ ମିଶ୍ର ଏହି ସତ୍ୟପାଠ ଦାଖଲ କରିଛନ୍ତି । କେବଳ ପୁରୀରେ ରଥଯାତ୍ରା କରାଯିାବ ନେଇ ସତ୍ୟପାଠ ଦାଖଲ କରାଯାଇଙଛି ।

ସୂଚନାଯୋଗ୍ୟ,  ଆଜି ସୁପ୍ରିମ୍‌କୋର୍ଟରେ ରଥଯାତ୍ରା ମାମଲାର ଶୁଣାଣି ଅନୁଷ୍ଠିତ ହେବ । ପୁରୀ ରଥଯାତ୍ରା ସ୍ଥଗିତ ନିର୍ଦ୍ଦେଶ ପରେ ଏହି ରାୟର ପୁନର୍ବିଚାର ପାଇଁ ସୁପ୍ରିମ୍‌କୋର୍ଟରେ ଏକାଧିକ ରିଭ୍ୟୁ ପିଟିସନ୍‌ ଦାଏର କରାଯାଇଛି । ଆଜି ଜଣିକିଆ ବେଞ୍ଚରେ ଏହି ମାମଲାର ଶୁଣାଣି ଅନୁଷ୍ଠିତ ହେବ । ଜଷ୍ଟିସ୍‌ ଏସ୍‌. ରବୀନ୍ଦ୍ର ଭଟ୍ଟଙ୍କ କୋର୍ଟରେ ହେବ ଶୁଣାଣି ଅନୁଷ୍ଠିତ ହେବ ।

ରଥଯାତ୍ରା ରାଜ୍ୟସରକାର ସୁପ୍ରିମ୍‌କୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା!: ଜାତୀୟ ପତାକାକୁ ଅପମାନ କରିଥିବା ଅଭିଯୋଗରେ ମାମଲା ରୁଜୁ

March 12, 2026

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026
Latest News

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଦେଶରେ ତୈଳ ସଙ୍କଟ ଉପରେ ସଂସଦରେ ଚର୍ଚ୍ଚା: ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ମନ୍ତ୍ରୀ?

March 12, 2026

ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା!: ଜାତୀୟ ପତାକାକୁ ଅପମାନ କରିଥିବା ଅଭିଯୋଗରେ ମାମଲା ରୁଜୁ

March 12, 2026

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.