Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମ୍‌କୋର୍ଟରେ ରଥଯାତ୍ରା ମାମଲା : ନାଗପୁରରୁ ଶୁଣାଣି କରିବେ ସିଜେଆଇ
ଆଜିର ଖବର

ସୁପ୍ରିମ୍‌କୋର୍ଟରେ ରଥଯାତ୍ରା ମାମଲା : ନାଗପୁରରୁ ଶୁଣାଣି କରିବେ ସିଜେଆଇ

June 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନାଗପୁର ସ୍ଥିତ ଘରୁ ଶୁଣାଣି କରିବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ବୋବଡେ । ଘରେ ବସି ଭିଡିଓ କନଫରେନସିଂରେ ଶୁଣାଣି କରିବେ ମୁଖ୍ୟ ବିଚାରପତି ।  ମୁଖ୍ୟ ବିଚାରପତି ଏସ୍‌.ଏ. ବୋବଡେଙ୍କ ନେତୃତ୍ବାଧୀନ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ । ଏହି ଖଣ୍ଡପୀଠରେ ଜଷ୍ଟିସ୍‌ ଦୀନେଶ ମାହେଶ୍‌ବରୀ ଏ ଏଏସ୍‌ ବୋପାନ୍ନ ରହିଛନ୍ତି । ରଥଯାତ୍ରାକୁ ନେଇ ସଲିସିଟର ଜେନେରାଲଙ୍କ ଯୁକ୍ତି ଉପସ୍ଥାପନା ପରେ ସୁପ୍ରିମ୍‌କୋର୍ଟ ରଥଯାତ୍ରା ମାମଲାର ପୁର୍ନଶୁଣାଣି କରିବାକୁ ସମ୍ମତି ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ, ଚଳିତ ବର୍ଷ ରଥଯାତ୍ରା ସ୍ଥଗିତ କରିବାକୁ ନେଇ ସୁପ୍ରିମ୍‌କୋର୍ଟ ରାୟ ଦେଇଥିଲେ । ଏହି ରାୟର ପୁନର୍ବିଚାର ପାଇଁ ସୁପ୍ରିମ୍‌କୋର୍ଟରେ ଏକାଧିକ ରିଭ୍ୟୁ ପିଟିସନ୍‌ ଦାଏର କରାଯାଇଥିଲା । ଏପରିକି ରାଜ୍ୟ ସରକାର ମଧ୍ୟ ଏହି ଏବେ ଏହି ମାମଲାର ପକ୍ଷଭୁକ୍ତ ହୋଇଛନ୍ତି । (ଏଜେନ୍ସି)

cji rathayatra supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ସାୱନ ପକ୍ଷରୁ ‘ମ୍ୟୁଜିକ୍ ପ୍ରୋଫାଇଲ୍‌’ ଶୁଭାରମ୍ଭ

June 25, 2026

୩ଟି ଫର୍ମାଟରେ ନମ୍ବର-୧ ଅଲରାଉଣ୍ଡର କିଏ?: ଦେଖନ୍ତୁ ICC ରାଙ୍କିଙ୍ଗ

June 25, 2026

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଉଠାଇଲେ ସମସ୍ତ ଏଲପିଜି କଟକଣା

June 25, 2026

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026
Latest News

ଜିଓ ସାୱନ ପକ୍ଷରୁ ‘ମ୍ୟୁଜିକ୍ ପ୍ରୋଫାଇଲ୍‌’ ଶୁଭାରମ୍ଭ

June 25, 2026

୩ଟି ଫର୍ମାଟରେ ନମ୍ବର-୧ ଅଲରାଉଣ୍ଡର କିଏ?: ଦେଖନ୍ତୁ ICC ରାଙ୍କିଙ୍ଗ

June 25, 2026

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଉଠାଇଲେ ସମସ୍ତ ଏଲପିଜି କଟକଣା

June 25, 2026

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.