Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାତିଠାରୁ ପୁରୀ ଜିଲ୍ଲା ସଟ୍‌ଡାଉନ୍‌
ଆଜିର ଖବର

ଆଜି ରାତିଠାରୁ ପୁରୀ ଜିଲ୍ଲା ସଟ୍‌ଡାଉନ୍‌

June 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : ରଥଯାତ୍ରା ପାଇଁ ପୁରୀ ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଆଜି ରାତି 9ଟାରୁ ବୁଧବାର ଦିନ 2ଟା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି । କର୍ଫ୍ୟୁ ଭଳି କଟକଣା ରହିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ। ପୁରୀ ସହରର ସବୁ ପ୍ରବେଶ ପଥକୁ ସିଲ୍‌ କରାଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ  50 ପ୍ଲାଟୁନ୍‌ ପୋଲିସ୍‌ ଉପସ୍ଥିତ ରହିବେ ବୋଲି ସୂଚନା ଦେଇଛନ୍ତି ଡିଜିପି । ଅତି ଆବଶ୍ୟକ ନଥିଲେ କାହାକୁ ସହର ଭିତରକୁ ଛଡା ଯିବନି।

ସୂଚନାଯୋଗ୍ୟ, କେବଳ ପୁରୀ ରଥଯାତ୍ରାକୁ ଅନୁମତି ଦେଇଛନ୍ତି ସୁପ୍ରିମ୍‌କୋର୍ଟ । ଏକାଧିକ ସର୍ତ୍ତ ସହିତ ରଥଯାତ୍ରା କରିବାକୁ ଅନୁମତି ଦିଆଯାଇଛି । ବିନା ଭକ୍ତରେ ରଥଯାତ୍ରା କରାଯାଇପାରିବ। ରଥଯାତ୍ରାକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଗ୍ରୀନ୍‌ ସିଗନାଲ୍‌ ମିଳିବା ପରେ ରଥଯାତ୍ରା ପାଇଁ ଅନୁମତି ପରେ ପୁରୀ ଭକ୍ତ ନିବାସଠାରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁ୍ଷ୍ଠିତ ହୋଇଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଆଇନମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଡିଜିପି ପ୍ରମୁଖ ଉପସ୍ଥିତ ରହିଛନ୍ତି। ଏତଦ୍‌ବ୍ୟତୀତ ପରିଚାଳନା କମିଟି କାର୍ଯ୍ୟକାରୀ ଅଧ୍ୟକ୍ଷ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ, ଏଡିଜି କ୍ରାଇମ୍‌ବ୍ରାଞ୍ଚ, କେନ୍ଦ୍ରାଞ୍ଚଳ ଡିଆଇଜି ମଧ୍ୟ ଉପସ୍ଥିତ ରହିଥିଲେ। ରଥଯାତ୍ରା ପାଇଁ ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ।

ପୁରୀ ରଥଯାତ୍ରା ସଟ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026
Latest News

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.