Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋଟିଏ ପରିବାରରୁ 6 କରୋନା ପଜିଟିଭ୍‌
ଆଜିର ଖବର

ଗୋଟିଏ ପରିବାରରୁ 6 କରୋନା ପଜିଟିଭ୍‌

June 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ବିଲାଟ ଗ୍ରାମରେ ଗୋଟିଏ ପରିବାରର 6 ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ରହିଛି । ପୂର୍ବରୁ ଏହି ପରିବାରରେ 2 ଜଣ କରୋନା ପଜିଟିଭ୍‌ ହୋଇଥିବାବେଳେ ସୁସ୍ଥ ହୋଇ ଫେରିଥିଲେ । କିନ୍ତୁ ଏହି ପରିବାରର ଆଉ 6ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ ଏହି ପରିବାରର ଜଣେ ବ୍ୟକ୍ତି ତାମିଲନାଡୁରୁ ଫେରିଥିଲେ । କ୍ବାରେଣ୍ଟାଇନ୍‌ ସେଣ୍ଟରରେ 7 ଦିନ ରହିବା ପରେ ସେ ଘରକୁ ଫେରିଥିଲେ । କିନ୍ତୁ ପରେ ତାଙ୍କର ରିପୋର୍ଟ ପଜିଟିଭ୍‌ ଆସିଥିଲା । ଗତ 16 ତାରିଖରେ ପରିବାରର  ଅନ୍ୟ ସଦସ୍ୟଙ୍କ ସ୍ବାବ୍‌ ଟେଷ୍ଟ କରାଯାଇଥିଲା ।

ଗୋଟିଏ ପରିବାରର ଛଅ ଜଣ ପଜିଟିଭ୍‌ ଜଣାପଡିବା ପରେ ଉକ୍ତ ଗ୍ରାମକୁ କଣ୍ଟେନେମଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି ।  ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା : ତତ୍କାଳୀନ DFO ନିଲମ୍ବିତ

August 2, 2026

ଚିଲିକାର ମା କାଳିଜାଈ ପୀଠ ହେବ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 2, 2026

ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026
Latest News

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା : ତତ୍କାଳୀନ DFO ନିଲମ୍ବିତ

August 2, 2026

ଚିଲିକାର ମା କାଳିଜାଈ ପୀଠ ହେବ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 2, 2026

ନିଟ୍‌-ପିଜି ୨୦୨୬ର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

August 2, 2026

ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.