Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 167 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 5,470କୁ ବୃଦ୍ଧି
ଆଜିର ଖବର

ଆଉ 167 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 5,470କୁ ବୃଦ୍ଧି

June 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 167 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି । ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 150ଜଣ ଚିହ୍ନଟ ହୋଇଥିବାବେଳେ 17ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 5,470କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 1583। ସେହିପରି ସୁସ୍ଥ ହୋଇଛନ୍ତି 3863 ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 15 ଜଣ । ସେହିପରି 6 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

କରୋନା ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026
Latest News

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026

ଇତିହାସର ପୁନରାବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ବିନା ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଗୃହୀତ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.