Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»18 ଜିଲ୍ଲାରୁ 167 ଆକ୍ରାନ୍ତ ଚିହ୍ନଟ, ଗଜପତିରୁ ସର୍ବାଧିକ
ଆଜିର ଖବର

18 ଜିଲ୍ଲାରୁ 167 ଆକ୍ରାନ୍ତ ଚିହ୍ନଟ, ଗଜପତିରୁ ସର୍ବାଧିକ

June 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ 167 ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । 18ଟି ଜିଲ୍ଲାରୁ 167 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଜପତିରୁ ସର୍ବାଧିକ 41 ଜଣ ଚିହ୍ନଟ ହୋଇଥିବା ସ୍ଥଳେ ଗଞ୍ଜାମରୁ 30 ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଜଗତସିଂହପୁରରୁ 19ଜଣ, ମୟୂରଭଞ୍ଜରୁ 14 ଜଣ, ବାଲେଶ୍ବରରୁ 13ଜଣ, ଢେଙ୍କାନାଳରୁ 9 ଜଣ, ଖୋର୍ଦ୍ଧାରୁ 8 ଜଣ,  କେନ୍ଦ୍ରାପଡାରୁ 7 ଜଣ, ରାୟଗଡା  ଓ ଯାଜପୁରରୁ 5 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡା ଓ କଟକରୁ 3 ଜଣ ଲେଖାଏଁ ଚିହ୍ନଟ ହୋଇଥିବା ସ୍ଥଳେ ନୟାଗଡରୁ 2 ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ପୁରୀ, ବଲାଙ୍ଗିର, କଟକ, ବରଗଡ ଓ କୋରାପୁଟରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

କରୋନା ଆକ୍ରାନ୍ତ ଗଜପତି ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.