Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଚିହ୍ନଟ 282ଙ୍କ ମଧ୍ୟରେ 8 ଏନ୍‌ଡିଆରଏଫ୍‌ କର୍ମଚାରୀ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ଆଜି ଚିହ୍ନଟ 282ଙ୍କ ମଧ୍ୟରେ 8 ଏନ୍‌ଡିଆରଏଫ୍‌ କର୍ମଚାରୀ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

June 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଚିହ୍ନଟ 282 ଜଣଙ୍କ ମଧ୍ୟରୁ ସର୍ବାଧିକ ଗଜତିପତିରୁ ଚିହ୍ନଟ ହୋଇଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଆମ୍ପାନ୍‌ ଉଦ୍ଧାର କାର୍ଯ୍ୟରୁ ଫେରିଥିବା ଏନ୍‌ଡିଆରଏଫ୍‌ର 8 ଜଣ ଯବାନ ସାମିଲ୍‌ ରହିଛନ୍ତି । 17ଟି ଜିଲ୍ଲାରୁ 282 ଜଣ ଚିହ୍ନଟ ହୋଇଛନ୍ତି ।

ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ 76, ଗଞ୍ଜାମ ଜିଲ୍‌ଲାରୁ 75, ଖୋର୍ଦ୍ଧାରୁ 26, ଝାରସୁଗୁଡାରୁ 23, କନ୍ଧମାଳରୁ 17, ସମ୍ବଲପୁରରୁ 13, ଜଗତସିଂହପୁରର 11,  ପୁରୀରୁ 9 ଜଣ ରହିଛନ୍ତି । ମୟୂରଭଞ୍ଜ ଓ ଯାଜପୁରରୁ 6 ଜଣ ଲେଖାଏଁ ରହିଛନ୍ତି । କଟକରୁ 4 ଜଣ ରହିଥିବାବେଳେ ବାଲେଶ୍ବରରୁ 3 ଜଣ ରହିଛନ୍ତି । ସୁନ୍ଦରଗଡ, ଅନୁଗୁଳ, ବଲାଙ୍ଗିର, କୋରାପୁଟ, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।

କରୋନା ଗଜପତି ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ୬ ଫେବୃୟାରୀ ଶୁକ୍ରବାରରେ ଏହି ରାଶିଗୁଡିକର ରହିଛି ରାଜାଯୋଗ, ଚମକିବ ଭାଗ୍ୟ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026
Latest News

ରାଶିଫଳ: ଆଜି ୬ ଫେବୃୟାରୀ ଶୁକ୍ରବାରରେ ଏହି ରାଶିଗୁଡିକର ରହିଛି ରାଜାଯୋଗ, ଚମକିବ ଭାଗ୍ୟ

February 6, 2026

ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.