Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି କଟକରୁ 2 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଆଜି କଟକରୁ 2 ପଜିଟିଭ୍‌ ଚିହ୍ନଟ

June 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : ଆଜି କଟକ ସହରରୁ 2 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦୁଇଟି ଯାକ ଲୋକାଲ୍‌ କେସ୍‌ ବୋଲି ଜଣାପଡିଛି । କ୍ୟାଣ୍ଟନମେଣ୍ଟ ରୋଡ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ବୟସ 34 ବର୍ଷ ବୋଲି ଜଣାପଡିଛି । ସେ ପୂର୍ବରୁ ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ବୋଲି ସୂଚନା ରହିଛି । ସେହିପରି ଅନ୍ୟ ଜଣେ ଆକ୍ରାନ୍ତ ହେଉଛନ୍ତି ରାଣୀହାଟର । ରାଣୀହାଟରୁ ଚିହ୍ନଟ 33 ବର୍ଷୀୟ ଯୁବକ ଜଣକ ମଧ୍ୟ ପୂର୍ବରୁ ଜଣେ ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିଲେ ବୋଲି ସୂଚନା ଦେଇଛି ସିଏମ୍‌ସି ।

Image

ଆଜି ନୂତନ ଦୁଇ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ଏବେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 32ରେ ପହଞ୍ଚିଛି । ତେବେ କଟକ ସହରରୁ ଜଣକର କରୋନା ଜନିତ ମୃତ୍ୟୁ ହୋଇଥିବାବେଳେ 21 ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ କଟକ ସହରରେ 10ଟି ଆକ୍ଟିଭ୍‌ କେସ୍‌ ରହିଛି ।

କଟକ କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Latest News

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.