Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରୁ ଆଜି 22 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଭୁବନେଶ୍ବରରୁ ଆଜି 22 ପଜିଟିଭ୍‌ ଚିହ୍ନଟ

June 24, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଭୁବନେଶ୍ବର ମହାନଗରରୁ 22 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହି ନୂତନ ଆକ୍ରାନ୍ତଙ୍କୁ ମଧ୍ୟରୁ 3 ଜଣ ହୋମ୍‌ କ୍ବାରେଣ୍ଟାଇନ୍‌ ଥିବାବେଳେ 19 ଜଣ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ବୋଲି ସୂଚନା ଦେଇଛି ବିଏମ୍‌ସି ।

ହୋମ୍‌ କ୍ବାରେଣ୍ଟିନ୍‌ରେ ଥିବା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ରେଲଓ୍ବେ କର୍ମଚାରୀ ରହିଛନ୍ତି । 29 ବର୍ଷୀୟ ଏହି କର୍ମଚାରୀ ଜଣକ ନିକଟରେ ଦିଲ୍ଲୀରୁ ଫେରିଥିଲେ । ସେହିପରି ଅନ୍ୟ ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଚନ୍ଦ୍ରଶେଖରପୁର ମୈତ୍ରୀବିହାରର 28 ବର୍ଷୀୟ ଯୁବକ ରହିଛନ୍ତି । ସେ ନିକଟରେ କଲିକତାରୁ ଫେରିଥିଲେ । ଅନ୍ୟ ଜଣେ ଭିଏଏସ୍‌ ନଗରର 24 ବର୍ଷୀୟ ଯୁବକ ।

19 ଲୋକାଲ୍‌ କେସ୍‌ ମଧ୍ୟରୁ 16 ଜଣ ଏକ ଘରୋଇ ହସ୍ପିଟାଲର କର୍ମଚାରୀ । ଏହି କର୍ମଚାରୀଙ୍କ ମଧ୍ୟରେ 3 ଜଣ ପୁରୁଷ ଥିବାବେଳେ ଅନ୍ୟ 13 ଜଣ ମହିଳା ବୋଲି ଜଣାପଡିଛି । ସେମାନଙ୍କ ବୟସ ଯଥାକ୍ରମେ 22, 28, 22, 22, 35, 24, 44, 38, 23, 38, 28, 23,  48, 18, 27 ବର୍ଷ ରହିଛି ।

ସେହିପରି ଅନ୍ୟ ଦୁଇ ଲୋକାଲ କେସ୍‌ ନୀଳାଦ୍ରି ବିହାରର ଅଞ୍ଚଳରୁ ଚିହ୍ନଟ ହୋଇଛି। ପୂର୍ବ ପଜିଟିଭଙ୍କ ସଂସ୍ପର୍ଶରେ ଆସି ନୀଳାଦ୍ରିବିହାରରେ ଥିବା ଦୁଇଜଣ ସଂକ୍ରମିତ ହୋଇଥିବାର ସୂଚନା ରହିଛି । ଦୁଇଜଣଙ୍କମଧ୍ୟରୁ ଜଣେ 39 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 34 ବର୍ଷୀୟ ମହିଳା । ଶୈଳଶ୍ରୀ ବିହାର ଅଞ୍ଚଳରୁ ମଧ୍ୟ ଜଣେ ଲୋକାଲ୍‌ କେସ ଚିହ୍ନଟ ।  65 ବର୍ଷୀୟ ପୁରୁଷ ଜଣକ ଚିଲିକା ଫ୍ରେସ୍‌ ନିକଟରୁ ଚିହ୍ନଟ ହୋଇଛନ୍ତି ।

Image

ସେହିପରି ଆଜି ଭୁବନେଶ୍ବରରୁ 15 ଜଣ ସୁସ୍ଥ ହୋଇଥିବାର ବିଏମ୍‌ସି ସୂଚନା ଦେଇଛି । ଆଜି ଚିହ୍ନଟ ନୂତନ 22କୁ ମିଶାଇ ଭୁବନେଶ୍ବରରେ ମୋଟ୍‌ ପଜିଟିଭଙ୍କ ସଂଖ୍ୟା 220କୁ ବୃଦ୍ଧି ହୋଇଥିବାବେଳେ 113 ଜଣ ସୁସ୍ଥ ହୋଇଛନ୍ତି । ତିନି ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 103ଟି ସକ୍ରିୟ ମାମଲା ରହିଛି ।

bmc corona
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.