Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି ଅଞ୍ଚଳରେ ଦୋକାନ ଖୋଲିବା ସମୟ ବଦଳିଲା : ସକାଳ ଛଅରୁ ଦିନ ଗୋଟାଏ ଯାଏଁ ଖୋଲା ରହିବ ଦୋକାନ
ଆଜିର ଖବର

ଏହି ଅଞ୍ଚଳରେ ଦୋକାନ ଖୋଲିବା ସମୟ ବଦଳିଲା : ସକାଳ ଛଅରୁ ଦିନ ଗୋଟାଏ ଯାଏଁ ଖୋଲା ରହିବ ଦୋକାନ

June 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ : ରାଜ୍ୟରେ କରୋନା ସ୍ଥିତିକୁ ଦେଖି ବେଶ୍‌ କଡା କାର୍ଯ୍ୟାନୁଷ୍ଠାନ ମାନ ନିଆଯାଉଛି । ଗଞ୍ଜାମରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କୁ ଆଗାମୀ 10 ଦିନଯାଏଁ ବାରଣ କରାଯାଇଥିବାବେଳେ ନୟାଗଡ ଜିଲ୍ଲାପାଳ ମଧ୍ୟ କିଛି ନିୟମରେ ପରିବର୍ତ୍ତନ କରିଛନ୍ତି ।

ନୟାଗଡରେ ଲକ୍‌ଡାଉନ୍‌ ବେଳେ ଦୋକାନ ଖୋଲିବା ସମୟ ବଦଳିଛି। ଜିଲ୍ଲାରେ ଏଣିକି ସକାଳ 6ଟାରୁ ଦିନ 1ଟା ଯାଏଁ ଖୋଲା ରହିବ ଦୋକାନ। ଦିନ 1ଟା ପରେ କେବଳ ପେଟ୍ରୋଲ ପମ୍ପ, ମେଡିସିନ୍‌ ଦୋକାନ ଖୋଲା ରହିବ । ନୂଆ ନିୟମ ନେଇ ସୂଚନା ଦେଇଛନ୍ତି ନୟାଗଡ ଜିଲ୍ଲାପାଳ ପୋମା ଟୁଡୁ । ସୂଚନାଯୋଗ୍ୟ, ନୟାଗଡରେ ଏବେ ମୋଟ୍‌ ପଜିଟିଭ୍‌ ସଂଖ୍ୟା 132ରେ ପହଞ୍ଚିଥିବାବେଳେ ଏବେ111ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା 21 ଜଣ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି ।

ନୟାଗଡ ଲକ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.