Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ 31 ଯାଏ ଲକଡାଉନ୍ ବଢାଇଲା ଏହି ରାଜ୍ୟ, କାହିଁକି ନେଲେ ଏପରି ନିଷ୍ପତ୍ତି ଜାଣନ୍ତୁ
ଆଜିର ଖବର

ଜୁଲାଇ 31 ଯାଏ ଲକଡାଉନ୍ ବଢାଇଲା ଏହି ରାଜ୍ୟ, କାହିଁକି ନେଲେ ଏପରି ନିଷ୍ପତ୍ତି ଜାଣନ୍ତୁ

June 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ଲକଡାଉନକୁ ଜୁଲାଇ 31 ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ଦେଶରେ ଲଗାତର ଭାବରେ  କରୋନାର ପ୍ରକୋପ ବୃଦ୍ଧିକୁ   ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ଜୁଲାଇ 31 ପର୍ଯ୍ୟନ୍ତ ରାଜ୍ୟରେ ଟ୍ରେନ୍ କିମ୍ବା ମେଟ୍ରୋ ସେବା ବନ୍ଦ ରହିବ। ଏହାସହ ସ୍କୁଲ୍ ଓ କଲେଜ୍ ମଧ୍ୟ ବନ୍ଦ ରଖାଯିବ। ଏପରିକି କାର୍ଯ୍ୟାଳୟରେ ସାମାଜିକ ଦୂରତା ସହ ଯେପରି କାମ ଚାଲୁଛି, ତାହା ଜାରି ରହିବ।

ସୂଚନୋଯୋଗ୍ୟ, ପଶ୍ଚିମବଙ୍ଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 15,173ରେ ପହଞ୍ଚିଛି। ରାଜ୍ୟରେ କୋରୋନ ଜନିତ ମୃତ୍ୟୁ ସଂଖ୍ୟା 591କୁ ବୃଦ୍ଧି ହୋଇଛି। (ଏଜେନ୍ସି)

lockdownextension mamatabanarjee
Share. Facebook Twitter LinkedIn Email WhatsApp Copy Link

Related Posts

ପୋଷ୍ଟିଂ ଅର୍ଡର ବିଳମ୍ବକୁ ନେଇ କଡା ହେଲେ ସରକାର

May 16, 2026

ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ

May 16, 2026

ଟପ ISIS ଆତଙ୍କୀ ନିହତ

May 16, 2026

ଖଣି ଅଧିକାରୀଙ୍କ ଗାଡି କାଚ ଭାଙ୍ଗିଲେ ମଫିଆ

May 16, 2026
Latest News

ପୋଷ୍ଟିଂ ଅର୍ଡର ବିଳମ୍ବକୁ ନେଇ କଡା ହେଲେ ସରକାର

May 16, 2026

ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ

May 16, 2026

ଟପ ISIS ଆତଙ୍କୀ ନିହତ

May 16, 2026

ଖଣି ଅଧିକାରୀଙ୍କ ଗାଡି କାଚ ଭାଙ୍ଗିଲେ ମଫିଆ

May 16, 2026

ଘରେ ପଶି ମାଇଁଙ୍କ ଭଉଣୀକୁ ହାଣିଲା ଭଣଜା

May 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.