Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»18 ଜିଲ୍ଲାରୁ 210 ଜଣ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

18 ଜିଲ୍ଲାରୁ 210 ଜଣ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

June 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 210 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଆଜି 18ଟି ଜିଲ୍ଲାରୁ 210 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ପଶ୍ଚିମବଙ୍ଗ ଆମ୍ଫାନ୍‌ ମୁକାବିଲାରୁ ଫେରିଥିବା 6 ଜଣ ଏନ୍‌ଡିଆରଏଫ୍‌ କର୍ମଚାରୀ ରହିଛନ୍ତି । ସେହିପରି ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 58 ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ 47, ଗଜପତିରୁ 29, ବଲାଙ୍ଗିରରୁ 11 ଜଣ ଚିହ୍ନଟ ହୋଇଛନ୍ତି ।ଯାଜପୁର ଓ ପୁରୀରୁ 8 ଜଣ ଲେଖାଏଁ ରହିଥିବାବେଳେ ମୟୂରଭଞ୍ଜ ଓ ଢେଙ୍କାନାଳରୁ 7 ଜଣ ଲେଖାଏଁ ରହିଛନ୍ତି ।   ସୁନ୍ଦରଗଡରୁ 6 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କେନ୍ଦୁଝର ଓ କଟକରୁ 5 ଜଣ ଲେଖାଏଁ ରହିଛନ୍ତି । ସେହପରି କେନ୍ଦ୍ରାପଡା ଓ ନୟାଗଡରୁ 3 ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ବର ଓ ନବଙ୍ଗରପୁରରୁ 2 ଜଣେ ଲେଖାଏଁ ରହିଥିବାବେଳେ ଅନୁଗୁଳ, ଦେବଗଡ, ସମ୍ବଲପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

କରୋନା ଖୋର୍ଦ୍ଧା ଗଜପତି ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ସିପି ରାଧାକୃଷ୍ଣନ, ପ୍ରସ୍ତାବକ ହେଲେ ପ୍ରଧାନମନ୍ତ୍ରୀ ମୋଦି

August 20, 2025

ବ୍ରଡବ୍ୟାଣ୍ଡ ସଂଯୋଗରେ ମିଳୁଛି 6,000 ଟଙ୍କାର ରିହାତି, ଅନେକ OTT ମାଗଣାରେ ଉପଲବ୍ଧ

August 20, 2025

ଗତ ୧୦ ଦିନ ଧରି ସୁନା ଦରରେ ନିରନ୍ତର ହ୍ରାସ, ଜାଣନ୍ତୁ ଭବିଷ୍ୟତର ଧାରା

August 20, 2025

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025
Latest News

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ସିପି ରାଧାକୃଷ୍ଣନ, ପ୍ରସ୍ତାବକ ହେଲେ ପ୍ରଧାନମନ୍ତ୍ରୀ ମୋଦି

August 20, 2025

ବ୍ରଡବ୍ୟାଣ୍ଡ ସଂଯୋଗରେ ମିଳୁଛି 6,000 ଟଙ୍କାର ରିହାତି, ଅନେକ OTT ମାଗଣାରେ ଉପଲବ୍ଧ

August 20, 2025

ଅପରାଧିକ ମାମଲାରେ ପଦରୁ ହଟିବେ ପିଏମ, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ!: ସଂସଦରେ ଆଗତ ହେବ ୩ ଗୁରୁତ୍ୱପୂର୍ଣ୍ଣ ବିଲ୍

August 20, 2025

ଗତ ୧୦ ଦିନ ଧରି ସୁନା ଦରରେ ନିରନ୍ତର ହ୍ରାସ, ଜାଣନ୍ତୁ ଭବିଷ୍ୟତର ଧାରା

August 20, 2025

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.