Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାହାରିଲା ଆଡପ ଅବଢା
ଆଜିର ଖବର

ବାହାରିଲା ଆଡପ ଅବଢା

June 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : ଆଜି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଅବଢ଼ା ଲାଗି ହୋଇଛି । ଆଡପ ଅବଢା ବାହାରିଛି । ବର୍ଷକରେ ଥରେ ଆଡପ ଅବଢା ବାହାରିଥାଏ । ଏହାକୁ ନେଇ ଭକ୍ତମାନେ ବେଶ୍‌ ଉତ୍ସାହର ସହ ଅପେକ୍ଷା କରିଥାନ୍ତି । ଆଜି ସକାଳ ଧୂପ ପରେ ଆଡପ ଅବଢା ବାହାରିଛି। ଆଡପ ଅବଢା ପାଇଁ ଟୋକନ ବ୍ୟବସ୍ଥା କରାଯାଇଛି । ନାକଚଣା ଦ୍ୱାର ନିକଟ ବସ୍‌ଷ୍ଟାଣ୍ଡ ପରିସରରେ ମହାପ୍ରସାଦ ମିଳିବ ସୂଚନା ରହିଛି ।

ଗତକାଲି ରଥ ଉପରେ ଠାକୁରଙ୍କର ସମସ୍ତ ନୀତିକାନ୍ତି ଶୃଙ୍ଖଳିତ ଭାବେ ଶେଷ ହୋଇଥିଲା ଆଡ଼ପ ମଣ୍ଡରେ ଠାକୁରମାନେ ଅବସ୍ଥାନ କରିବା ବେଳେ ଶ୍ରଦ୍ଧାଳଙ୍କୁ ଦର୍ଶନ ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।

ଆଜି ମଧ୍ୟ ପୁରୀଠାରେ ଏସ୍‌ଆଇ ଗର୍ଭଗୃହର ଯାଞ୍ଚ କରିବେ । ଗର୍ଭଗୃହ ସହ ନାଟମଣ୍ଡପ ଓ ଜଗମୋହନର ମଧ୍ୟ ଯାଞ୍ଚ କରାଯିବ । ଗର୍ଭଗୃହରେ ମଇଶ୍ଚର କ୍ଲିନିଂ କରାଯିବ, ନାଟମଣ୍ଡପର ଉପରିଭାଗ ଓ ଛାତ ପୁରାପୁରି ଯାଞ୍ଚ କରାଯିବ । ଏହାସହ ଗରୁଡସ୍ତମ୍ବ ନିକଟ କ୍ରାକ ବିମରମଧ୍ୟ ଯାଞ୍ଚ କରାଯିବ ।

ଅପରପକ୍ଷରେ ପୁରୀଠାରେ ସେବାୟତମାନଙ୍କର କୋଭିଡ୍‌ ପରୀକ୍ଷା ହେଉଛି । ଗତକାଲି ପୁରୀ ସେବାୟତମାନଙ୍କର 2ଥର କୋଭିଡ୍‌ ପରୀକ୍ଷା ହେବ ବୋଲି ସୂଚନା ରହିଛି ।

ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026

ଷଷ୍ଠ ଥର ପାଇଁ ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

February 25, 2026
Latest News

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.