Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ 31 ପରେ ସ୍କୁଲ ଖୋଲିବା ନେଇ ନିଆଯିବ ନିଷ୍ପତ୍ତି – ସମୀର ରଞ୍ଜନ ଦାଶ
ଆଜିର ଖବର

ଜୁଲାଇ 31 ପରେ ସ୍କୁଲ ଖୋଲିବା ନେଇ ନିଆଯିବ ନିଷ୍ପତ୍ତି – ସମୀର ରଞ୍ଜନ ଦାଶ

June 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଜୁଲାଇ 31 ପରେ ସ୍କୁଲ ଖୋଲିବା ନେଇ ନିଆଯିବ ନିଷ୍ପତ୍ତି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସେହିପରି ଯୁକ୍ତ ଦୁଇର ବାକି ଥିବା ପରୀକ୍ଷା ନେଇ ମଧ୍ୟ ଏଯାଏ କୌଣସି ନିଷ୍ପତ୍ତି ନିଆଯାଇନି । ରାଜ୍ୟରେ 60 ଲକ୍ଷ ପିଲାଙ୍କ ମଧ୍ୟରୁ 22 ଲକ୍ଷ ଅନ୍‌ଲାଇନ୍‌କୁ ଆସିଛନ୍ତି । ଅନ୍‌ଲାଇନରେ ପିଲା ବିଭିନ୍ନ ଟପିକ୍‌ର କୋର୍ସ ଆଧାରରେ ପଢିବେ । ଏନେଇ ମଧ୍ୟ ଗୁରୁତ୍ବ ଦିଆଯିବ । ଏନେଇ ଏକ୍ସପର୍ଟ କମିଟି ହୋଇଛି10 ଦିନ ମଧ୍ୟରେ ଏନେଇ ରିପୋର୍ଟ ଆସିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ସୂଚନାଯୋଗ୍ୟ, କରୋନା ମହାମାରୀକୁ ଦୃଷ୍ଟିରେ ରଖି ମାର୍ଚ୍ଚ 13 ତାରିଖରେ ସ୍କୁଲ ବନ୍ଦ ହେବା ନେଇ ଘୋଷଣା କରାଯାଇଥିଲା ।

ସ୍କୁଲ ଓ ଗଣଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026
Latest News

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.