Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁରରେ କୋଚିଂ ସେଣ୍ଟର ସିଲ୍‌
ଆଜିର ଖବର

ବ୍ରହ୍ମପୁରରେ କୋଚିଂ ସେଣ୍ଟର ସିଲ୍‌

June 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର : ଗଜପତି ନଗରରେ ଥିବା ଏକ କୋଚିଂ ସେଣ୍ଟର ସିଲ୍‌ । କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ସିଲ୍‌ କରିଛି ପ୍ରଶାସନ । କୋଚିଂ ସେଣ୍ଟର ଖୋଲିବାକୁ ବାରଣ ସତ୍ତ୍ବେ କ୍ଲାସ୍‌ ଚାଲିଥିବାରୁ ପ୍ରଶାସନ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତ ବଢୁଥିବାରୁ ଜିଲ୍ଲା ପ୍ରଶାସନ କଡା ପଦକ୍ଷେପ ଗ୍ରହଣ କରିଛି । କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ କୋଚିଂ ସେଣ୍ଟର ସିଲ୍‌ କରାଯାଇଛି ।

ସୂଚନାଯୋଗ୍ୟ, ଗଞ୍ଜାମରେ ବରିଷ୍ଠ ସରକାରୀ ଅଧିକାରୀମାନେ କୋଭିଡ୍‌ ପଜିଟିଭ୍‌  ଚିହ୍ନଟ ହେବା ପରେ ଆସନ୍ତା ଦଶ ଦିନ ଯାଏ ଜିଲ୍ଲାରେ ଥିବା କୌଣସି ସରକାରୀ ଅଫିସ୍‌କୁ ସର୍ବସାଧାରଣ ଯାଇ ପାରିବେନାହିଁ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି । କରେନା ସଂକ୍ରମଣ ରୋକିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି।

coachingcenter sealed
Share. Facebook Twitter LinkedIn Email WhatsApp Copy Link

Related Posts

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026
Latest News

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ରାଶିଫଳ: ସେପ୍ଟେମ୍ବର ୧୬ ତାରିଖ ବୁଧବାରରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.