Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋଟିଏ ପରିବାରର ଚାରିଜଣଙ୍କ ସମେତ ପାଞ୍ଚ ଜଣଙ୍କୁ ହତ୍ୟା
ଆଜିର ଖବର

ଗୋଟିଏ ପରିବାରର ଚାରିଜଣଙ୍କ ସମେତ ପାଞ୍ଚ ଜଣଙ୍କୁ ହତ୍ୟା

June 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Murder mystery revel of kalimegha murder case

ଚଣ୍ଡିଗଡ: ଗୋଟିଏ ପରିବାରର ଚାରିଜଣଙ୍କ ସମେତ ପାଞ୍ଚ ଜଣଙ୍କୁ ହତ୍ୟା କରାଯାଇଛି। ପଞ୍ଜାବର ତାରନ ତାରନ ଜିଲ୍ଲାର କାୟରନ ଗ୍ରାମରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି।

ପରିବାରର ମୁଖ୍ୟ ବ୍ରିଜ ଲାଲ(୬୫)ଙ୍କ ସମେତ ଚାରି ଜଣଙ୍କୁ ହତ୍ୟା କରାଯାଇଥିବା ପଞ୍ଜାବ ପୋଲିସ କହିଛି। ବ୍ରିଜ ଲାଲ ମଧ୍ୟ ନିଶା କାରବାର ମାମଲାରେ ସମ୍ମୁଖୀନ ହୋଇଥିଲେ। ବ୍ରିଜ ଲାଲଙ୍କ ଦୁଇ ବୋହୂ ଜସପ୍ରୀତ କୌର, ଅମାନଦୀପ କୌର ଏବଂ ତାଙ୍କ ସମ୍ପର୍କୀୟ ଦଲଜିତ ସିଂ ଏବଂ ଡ୍ରାଇଭର ଗୁରୁସାହିବ ସିଂ ସବାଙ୍କୁ ମଧ୍ୟ ହତ୍ୟା କରାଯାଇଛି।

ଏହି ଅପରାଧରେ ଅତି କମରେ ଚାରି ଜଣଙ୍କ ସମ୍ପୃକ୍ତି ଥିବା ଏବଂ ତୀକ୍ଷ୍ଣ ଅସ୍ତ୍ରଶସ୍ତ୍ରରେ ପୀଡିତଙ୍କ ଗଳା କାଟି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି।

ଉଲ୍ଲେଖଯୋଗ୍ୟ ଯେ, ଡ୍ରଗ୍ ଅଭିଯୋଗରେ ଅମୃତସରର ସେଣ୍ଟ୍ରାଲ ଜେଲରେ ଥିବାବେଳେ ବ୍ରିଜ ଲାଲଙ୍କ ପତ୍ନୀ ଏକ ବର୍ଷ ପୂର୍ବେ ମୃତ୍ୟୁ ବରଣ କରିଥିଲେ। ତାଙ୍କର ଦୁଇ ପୁଅ ବକ୍ସିଶ ସିଂ ସୋନୁ ଏବଂ ପରମଜିତ ସିଂ ପାମା ତାରନ ତାରନ ସହରର ଏକ ନିଶା କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। (ଏଜେନ୍ସି)

murder punjab
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.