Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଦିନକରେ ରେକର୍ଡ ସଂଖ୍ୟକ ମାମଲା , ମୃତ୍ୟୁ ସଂଖ୍ୟା 15 ହଜାର ଟପିଲା
ଆଜିର ଖବର

ଦେଶରେ ଦିନକରେ ରେକର୍ଡ ସଂଖ୍ୟକ ମାମଲା , ମୃତ୍ୟୁ ସଂଖ୍ୟା 15 ହଜାର ଟପିଲା

June 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ କରୋନାସ୍ଥିତି ସଂଘାତିକ ହେଉଛି । ଦେଶରେ  ପ୍ରତିଦିନ ଦେଶରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଆଜି ପୁଣି ଦେଶରେ 17 ହଜାରରୁ ଅଧିକ ମାମଲା ଚିହ୍ନଟ।  ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୪ ଲକ୍ଷ ୯୦ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୫ ହଜାର ପାର ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ 24 ଘଣ୍ଟାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛି ।  17 ହଜାର 296 ନୂଆ ମାମଲା ସାମନାକୁ ଆସିଛି। ୪୦୭ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 4 ଲକ୍ଷ 90 ହଜାର 401 ରେ ପହଂଚିଛି।  ଏପର୍ଯ୍ୟନ୍ତ ଭାରତରେ ମୃତ୍ୟୁ ସଂଖ୍ୟା 15 ହଜାର 301କୁ ବୃଦ୍ଧି ହୋଇଛି । ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ 2 ଲକ୍ଷ 85 ହଜାର 437 ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 1 ଲକ୍ଷ 89 ହଜାର 463 ସକ୍ରିୟ ଅଛନ୍ତି।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ସର୍ବାଧିକ ପ୍ରାୟ 1 ଲକ୍ଷ 50 ହଜାର ନିକଟତର ଆକ୍ରାନ୍ତ ଚିହ୍ନଟ ବେଳେ ପ୍ରାୟ 7 ହଜାର ।

Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026
Latest News

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.