Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ 15 ଯାଏଁ ବିମାନ ବାତିଲ୍‌
ଆଜିର ଖବର

ଜୁଲାଇ 15 ଯାଏଁ ବିମାନ ବାତିଲ୍‌

June 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ ବିମାନ ସେବା ବାତିଲ୍‌ର ସମୟ ସୀମାକୁ ବୃଦ୍ଧି କରାଯାଇଛି । କରୋନା ପାଇଁ ବିମାନ ସେବାକୁ ବାତିଲ୍‌ କଲା ଡିଜିସିଏ । ଦେଶରୁ କିମ୍ବା ଦେଶକୁ ସମସ୍ତ ଅନ୍ତର୍ଜାତୀୟ ବିମାନ ଉଡାଣକୁ ବାତିଳ୍‌ କରାଯାଇଛି । ପୂର୍ବରୁ ଜୁନ୍‌ 30 ଯାଏଁ ବିମାନ ସେବା ବାତିଲ୍‌ ଥିବାବେଳେ ଏବେ ଏହାକୁ ଜୁଲାଇ 15 ଯାଏଁ ବୃଦ୍ଧି କରାଯାଇଛି । ତେବେ କାର୍ଗୋ ବିମାନ ଆତଯାତ ପାଇଁ କୌଣସି କଟକଣା ନାହିଁ ।

ଅପରପକ୍ଷରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଇଣ୍ଡିଆନ୍ ରେଲେଓ୍ୱ ମଧ୍ୟ ବଡ଼ ନିଷ୍ପତ୍ତି ନେଇଛି । ଆସନ୍ତା ଜୁଲାଇ 1 ତାରିଖରୁ ଅଗଷ୍ଟ 12 ତାରିଖ ମଧ୍ୟରେ ସବୁ ଟାଇମ୍ ଟେବଲ ଟ୍ରେନ୍ ବାତିଲ୍ କରାଯିବାକୁ ନିଷ୍ପତ୍ତି ହୋଇଛି। ହେଲେ ଏବେ ଚାଲୁଥିବା ସ୍ପେଶାଲ ରାଜଧାନୀ- ମେଲ୍ ଓ ଏକ୍ସପ୍ରେସ୍ ଟ୍ରେନ୍ କିନ୍ତୁ ଚାଲିବ।

dgca
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026
Latest News

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.