Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଆଉ 9 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଭୁବନେଶ୍ବରରେ ଆଉ 9 ପଜିଟିଭ୍‌ ଚିହ୍ନଟ

June 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର  : ଆଜି ଭୁବନେଶ୍ବରରୁ 9 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହି 9 ଜଣଙ୍କ ମଧ୍ୟରୁ ଜଣେ ହୋମ୍‌ କ୍ବାରେଣ୍ଟିନରେ ରହିଥିବାବେଳେ  8 ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି ବୋଲି ବିଏମସି ସୂଚନା ଦେଇଛି ।

ହୋମ୍‌ କ୍ବାରେଣ୍ଟିନରେ ଥିବା ଆକ୍ରାନ୍ତ ଜଣକ 26 ବର୍ଷୀୟା ଯୁବତୀ ଜଣକ ଏୟାରପୋର୍ଟ କଲୋନୀରୁ ଚିହ୍ନଟ ହୋଇଛନ୍ତି । ସେ ନିକଟରେ ଦିଲ୍ଲୀରୁ ଫେରିଥିବାର ସୂଚନା ରହିଛି ।

ଶିରିପୁରରୁ 4 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ତିନିଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ମହିଳାଙ୍କ ବୟସ 38 ବର୍ଷ ହୋଇଥିବାବେଳେ ପୁରୁଷଙ୍କ ବୟସ ଯଥାକ୍ରମେ 31, 50 ଓ 18 ବର୍ଷ ରହିଛି । ଏହି ଆକ୍ରାନ୍ତମାନଙ୍କର ଲକ୍ଷ୍ମୀବଜାର ବସ୍ତିର ଲିଙ୍କ୍‌ ରହିଥିବାର ସୂଚନା ରହିଛି ।

ସେହିପରି ଜଣେ 52 ବର୍ଷୀୟ ଘରୋଇ ସିକ୍ୟୁରିଟି ଗାର୍ଡ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ ଆରବିଆଇ ଅଫିସ୍‌ ପାଖରୁ ଚିହ୍ନଟ ହୋଇଛି । ସେହିପରି ଘରୋଇ ହସ୍ପିଟାଲରୁ ତିନିଜଣ କର୍ମଚାରୀ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ବୟସ ଯଥାକ୍ରମେ 38, 42, 41 ବର୍ଷ ବୋଲି ସୂଚନା ରହିଛି । ସେହିପରି ଆଜି ଭୁବନେଶ୍ବରରୁ 10 ଜଣ ସୁସ୍ଥ ହୋଇଛନ୍ତି ।

Image

ନୂତନ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 283ରେ ପହଞ୍ଚିଛି । ଏପର୍ଯ୍ୟନ୍ତ ଭୁବନେଶ୍ବର ସହରରୁ 148 ଜଣ ସୁସ୍ଥ ହୋଇଥିବାବେଳେ ତିନି ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ଭୁବନେଶ୍ବରରେ 131ଟି ସକ୍ରିୟ ମାମଲା ରହିଛି ।

bmc corona
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Latest News

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.