Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁହୁଡି ଫାଣ୍ଡି ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥରେ ସିରିଜି ଦୁର୍ଘଟଣା
ଆଜିର ଖବର

କୁହୁଡି ଫାଣ୍ଡି ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥରେ ସିରିଜି ଦୁର୍ଘଟଣା

June 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତରାମ ଅଗ୍ରଓ୍ବାଲ

କୁହୁଡି: ଜାତୀୟ ରାଜପଥ କୁହୁଡି ଫାଣ୍ଡି ନିକଟସ୍ଥ ଜୟମଙ୍ଗଳପୁର ଠାରେ ଦୁଇଟି ଟ୍ରକ ସହ ଗୋଟିଏ ବସର ସିରିଜି ଦୁର୍ଘଟଣା ହେବାରୁ ଚାରି ଜଣ ସାମାନ୍ୟ ଆହତ ହୋଇଛନ୍ତି। ଆହତଙ୍କୁ ଟାଙ୍ଗି ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ ଗୋଟାଏ ଟ୍ରକ ଚକା ପମ୍ପଚର ହେଇଥିବାରୁ ସେ ଗତକାଲି ରାତ୍ର ୨ଘଟିକାରୁ ରାସ୍ତାରେ ଛିଡା ହୋଇଥିଲା। ଆଜି ସକାଳୁ ପାଖାପାଖି ୭ ଘଟିକାରେ ଗୋଟିଏ ଆଇରନ ବୋଝେଇ ହାଇୱା ଟ୍ରକକୁ ବିହାରରୁ ପ୍ରବାସୀ ଶ୍ରମିକଙ୍କୁ ନେଇ ଆନ୍ଧ୍ର ପ୍ରଦେଶ ଯାଉଥିବା ଗୋଟାଏ ବସ ପଛପଟୁ ପିଟି ଦେବାରୁ ଉକ୍ତ ହାଇଓ୍ବା ପମ୍ପଚର ହୋଇଥିବା ଟ୍ରକକୁ ଅନୁରୂପ ଭାବେ ଧକ୍କା ଦେଇଥିଲା ଯାହାଦ୍ୱାରା ଘଟଣାଟି ସିରିଜ ଦୁର୍ଘଟଣାର ମୋଡ ନେଇଥିଲା। ଘଟଣା ସ୍ଥଳରେ କୁହୁଡି ଫାଣ୍ଡି ଅଧିକାରୀ ତୁରନ୍ତ ପହଁଚି ଆହତଙ୍କୁ ୧0୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ଟାଙ୍ଗୀ ମେଡିକାଲକୁ ପଠାଇଥିଲେ ଏବଂ ରାଜ ରାସ୍ତାରୁ ତୁରନ୍ତ ଟ୍ରାଫିକ କ୍ଳିଅର କରାଇଥିଲେ। କୁହୁଡି ଫାଣ୍ଡି ଅଧିକାରୀ ଶ୍ରୀ ନିରଞ୍ଜନ ରାଉତ ଏବଂ ଗଙ୍ଗାଧରପୁର ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ।

accident
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.