Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଉ ତିନୋଟି ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା 21କୁ ବୃଦ୍ଧି
ଆଜିର ଖବର

ରାଜ୍ୟରୁ ଆଉ ତିନୋଟି ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା 21କୁ ବୃଦ୍ଧି

June 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ସଂକ୍ରମଣରେ ରାଜ୍ୟରେ ଆଉ ତିନିଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଏହି ତିନି ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ଜଣେ ଥିବାବେଳେ ଆଉ ଦୁଇଜଣ କଟକ ଓ ଭୁବନେଶ୍ବରର ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଗଞ୍ଜାମ ଜିଲ୍ଲାର 75 ବର୍ଷୀୟ ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ସେ ଡାଇବେଟିସ୍‌ ଓ ହାଇପର୍ଟେନସନ୍‌ରେ ପୀଡ଼ିତ ଥିଲେ । ସେହିପରି କଟକ ଜିଲ୍ଲାରୁ ଜଣେ 65 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ସେ ମଧ୍ୟ ଡାଇବେଟିସ୍‌ ଓ ହାଇପର୍ଟେନସନରେ ପୀଡ଼ିତ ଥିବାବେଳେ ତାଙ୍କର କିଡ୍‌ନୀ ବେମାରୀ ମଧ୍ୟ ଥିଲା । ଭୁବନେଶ୍ବରରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କର ବୟସ 75 ବର୍ଷ ହୋଇଥିବାବେଳେ ସେ ମଧ୍ୟ କିଡ୍‌ନୀ ରୋଗରେ ପୀଡ଼ିତ ଥିବା ସହ ଡାଇବେଟିସ୍‌ରେ ଆକ୍ରାନ୍ତ ଥିଲେ।   ରାଜ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା 21କୁ ବୃଦ୍ଧି ହୋଇଛି । ଗଞ୍ଜାମରୁ ସର୍ବାଧିକ 10 ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧାରୁ 5 ଜଣ ଓ କଟକରୁ 4 ଜଣଙ୍କର ମୃତ୍ୟୁ ହୋଇଛନ୍ତି ।  ସେହିପରି ପୁରୀ ଓ ବରଗଡରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁବରଣ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଭୋଗରାଇ କାଳୀପୂଜା ମେଳାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

November 14, 2026

କାଳୀପୂଜା ମେଳାରେ ଭୟଙ୍କର ଅଗ୍ନିକାଣ୍ଡ! ଜଳିଗଲା ୧୦ରୁ ଅଧିକ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ

November 14, 2026

ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ଆନ୍ଧ୍ର-ଓଡ଼ିଶା ଉପକୂଳ ମୁହାଁ ‘ଅକ୍‌ଭାନ୍‌’! ୧୮ରୁ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

November 14, 2026

WhatsApp New Feature: ନିଜ ଠିକଣା ସେୟାର କରିବାକୁ ଆଉ ଦରକାର ପଡ଼ିବନି ଫଟୋ କିମ୍ବା ଭିଡିଓ

November 14, 2026
Latest News

ଭୋଗରାଇ କାଳୀପୂଜା ମେଳାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

November 14, 2026

କାଳୀପୂଜା ମେଳାରେ ଭୟଙ୍କର ଅଗ୍ନିକାଣ୍ଡ! ଜଳିଗଲା ୧୦ରୁ ଅଧିକ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ

November 14, 2026

ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ଆନ୍ଧ୍ର-ଓଡ଼ିଶା ଉପକୂଳ ମୁହାଁ ‘ଅକ୍‌ଭାନ୍‌’! ୧୮ରୁ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

November 14, 2026

WhatsApp New Feature: ନିଜ ଠିକଣା ସେୟାର କରିବାକୁ ଆଉ ଦରକାର ପଡ଼ିବନି ଫଟୋ କିମ୍ବା ଭିଡିଓ

November 14, 2026

Family Pension Rules: ସ୍ୱାମୀ କିମ୍ବା ସ୍ତ୍ରୀଙ୍କ ମୃତ୍ୟୁ ପରେ କିଏ ହେବେ ପେନସନ୍‌ର ହକ୍‌ଦାର?

November 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.