Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାର ଆଗାମୀ ମାସରେ ଆଉ ଏକ ସର୍ଜିକାଲ୍ ଷ୍ଟ୍ରାଇକ୍ କରିପାରନ୍ତି – ମମତା ବାନାର୍ଜୀ
ଆଜିର ଖବର

ସରକାର ଆଗାମୀ ମାସରେ ଆଉ ଏକ ସର୍ଜିକାଲ୍ ଷ୍ଟ୍ରାଇକ୍ କରିପାରନ୍ତି – ମମତା ବାନାର୍ଜୀ

March 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଏୟାର୍ ଷ୍ଟ୍ରାଇକ୍ କୁ ନେଇ ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଥିବା ଟିଏମସି ପ୍ରମୁଖ ତଥା ପଶ୍ଚିମ ବଙ୍ଗଳା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ଚର୍ଚ୍ଚିତ ବୟାନ ଦେଇଛନ୍ତି। ଆଗାମୀ ମାସରେ ସରକାରଙ୍କ ଦ୍ବାରା ଆଉ ଏକ ସର୍ଜିକାଲ୍ ଷ୍ଟ୍ରାଇକ୍ ହୋଇପାରେ ବୋଲି ମମତା କହିଛନ୍ତି।  ତେବେ ଏହା କେଉଁ ପ୍ରକାର ଆକ୍ରମଣ ହେବ କହିପାରିନଥିବାବେଳେ କିନ୍ତୁ ଅପ୍ରେଲରେ ତଥାକଥିତ… ତଥାକଥିତ … ତଥାକଥିତ ନାମରେ ହେବ ବୋଲି କହିଛନ୍ତି। ଏଥିପାଇଁ ନିର୍ବାଚନ ପ୍ରକ୍ରିୟାକୁ ଏତେ ସମୟ ପର୍ଯ୍ୟନ୍ତ ନିଆଯାଇଛି। ସୂଚନାଯୋଗ୍ୟ, ଏପ୍ରିଲ୍‌ ୧୧ରୁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇ ୧୯ ମଇ ପର୍ଯ୍ୟନ୍ତ ଜାରୀ ରହିବ। ବିଜେପି ପାଇଁ ପଶ୍ଚିମବଙ୍ଗରେ ବାତାବରଣ ବହୁତ ଖରାପ ହେଉଛି ବୋଲି କହିବା ସହିତ ନିର୍ବାଚନ ଆୟୋଗ ଭଳି ସାମ୍ବିଧାନିକ ସଂସ୍ଥା ପ୍ରତି ତାଙ୍କର ବହୁତ ସମ୍ମାନ ରହିଛି ବୋଲି ମମତା କହିଛନ୍ତି ।

mamatabanarjee thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଅଳ୍ପକେ ପରାଜୟରୁ ବଞ୍ଚିଲା ଭାରତ: ଶେଷ ଓଭରରେ ଜାପାନ ଠାରୁ ଜିତିଲା ଟିମ୍ ଇଣ୍ଡିଆ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026

୯ମ ଶ୍ରେଣୀ ପାଠ୍ୟକ୍ରମ ସଂଶୋଧନ କଲା ଏନସିଇଆରଟି: ପ୍ରକାଶ ପାଇଲା ନୂତନ ଗଣିତ ପୁସ୍ତକ

September 22, 2026

ବନ୍ଦେ ମାତରମ୍ ପ୍ରସଙ୍ଗ: କେନ୍ଦ୍ରର ଜବାବ ମାଗିଲେ ସୁପ୍ରିମକୋର୍ଟ

September 22, 2026
Latest News

ଅଳ୍ପକେ ପରାଜୟରୁ ବଞ୍ଚିଲା ଭାରତ: ଶେଷ ଓଭରରେ ଜାପାନ ଠାରୁ ଜିତିଲା ଟିମ୍ ଇଣ୍ଡିଆ

September 22, 2026

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026

ଏସୀୟ କ୍ରୀଡ଼ାରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଦଳ, ଭରତ ପାଇଁ ଜିତିଲା ପ୍ରଥମ ସ୍ୱର୍ଣ୍ଣ

September 22, 2026

ନାଗରିକତା ବିନା ଭୋଟ କିପରି: ସୋନିଆ ଗାନ୍ଧୀଙ୍କ ଉପରେ ବଡ଼ ଆକ୍ରମଣ କଲା ବିଜେପି

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.