Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରୁ ଆଉ 6 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଭୁବନେଶ୍ବରରୁ ଆଉ 6 ପଜିଟିଭ୍‌ ଚିହ୍ନଟ

June 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଭୁବନେଶ୍ବରରୁ ନୂତନ 6 ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ 3 ଜଣ ହୋମ୍‌ କ୍ବାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ସ୍ଥଳେ,  ତିନୋଟି ଲୋକାଲ୍‌ କଣ୍ଟାକ୍ସ କେସ୍‌ ରହିଛି ବୋଲି ବିଏମ୍‌ସି ସୂଚନା ଦେଇଛି ।

ହୋମ୍‌ କ୍ବାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ତିନି ଆକ୍ରାନ୍ତଙ୍କ ମଧ୍ୟରୁ ଡୁମୁଡୁମାର ଫେଜ୍‌ -1ରୁ 24 ବର୍ଷୀୟ ଯୁବକ ରହିଛନ୍ତି । ସେ ନିକଟରେ ବାଙ୍ଗାଲୋରରୁ ଫେରିଥିଲେ । ସେହିପରି ଅନ୍ୟ ଦୁଇଜଣ କଲିକତାରୁ ଫେରିଥିବାବେଳେ ଜଣେ ଆଇଆରସିରୁ ଭିଲେଜରୁ 41ବର୍ଷୀୟ ବ୍ୟକ୍ତି ଥିବାବେଳେ ଅନ୍ୟ ଜଣେ ବାପୁଜୀ ନଗରରୁ ଜଣେ 38 ବର୍ଷୀୟ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି ।

ସେହିପରି ଅନ୍ୟ ତିନୋଟି ଲୋକାଲ୍‌ କେସ୍‌ ମଧ୍ୟରେ ଜଣେ ଘରୋଇ ହସ୍ପିଟାଲର କର୍ମଚାରୀ ବୋଲି ସୂଚନା ରହିଛି । 24 ବର୍ଷୀୟ ଯୁବତୀ ଜଣକ ପୂର୍ବ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାର ସୂଚନାରହିଛି । ସେହିପରି ଅନ୍ୟ ଜଣେ ଟଙ୍କପାଣି ରୋଡିରୁ 55 ବର୍ଷୀୟ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ସେ ଗତ 15 ତାରିଖରେ ଅନ୍ୟ ଜିଲ୍ଲାକୁ ଯାଇଥିଲେ ।

ସେହିପରି ଅନ୍ୟ ଜଣେ ଫରେଷ୍ଟ ପାର୍କ ରୋଡରୁ ଚିହ୍ନଟ ହୋଇଛନ୍ତି । ତାଙ୍କ ବୟସ 36 ବର୍ଷ ବୋଲି ଜଣା ପଡିଛି ।

Image

ସେହିପରି ଆଜି ଭୁବନେଶ୍ବରରୁ 19ଜଣ ସୁସ୍ଥ ହୋଇଛନ୍ତି ବୋଲି ସୂଚନା ରହିଛି । ଆଜି ଭୁବନେଶ୍ବରରୁ ଜଣକର ମୃତ୍ୟୁ ହୋଇଥିବାବେଳେ  ଭୁବନେଶ୍ବରରେ ମୃତକଙ୍କ ସଂଖ୍ୟା 4ରେ ପହଞ୍ଚିଛି । ତେବେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 289ରେ ପହଞ୍ଚିଥିବାବେଳେ 167 ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ସହରରେ 117 ଟି ସକ୍ରିୟ ମାମଲା ରହିଛି ।

ବିଏମ୍‌ସି ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

NH – ୧୬ରେ ଟ୍ରକ ଚାପାରେ ଜଣେ ମୃତ

June 6, 2026

CJP Protest: ହଜାର ହଜାର ସମର୍ଥକଙ୍କ ସହିତ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କଲା ସିଜେପି

June 6, 2026

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026
Latest News

NH – ୧୬ରେ ଟ୍ରକ ଚାପାରେ ଜଣେ ମୃତ

June 6, 2026

CJP Protest: ହଜାର ହଜାର ସମର୍ଥକଙ୍କ ସହିତ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କଲା ସିଜେପି

June 6, 2026

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.