Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନନ୍ତନାଗରେ ସୁରକ୍ଷା ବାହିନୀର ଏନକାଉଣ୍ଟର, ୩ ଆତଙ୍କୀ ନିହତ
ଆଜିର ଖବର

ଅନନ୍ତନାଗରେ ସୁରକ୍ଷା ବାହିନୀର ଏନକାଉଣ୍ଟର, ୩ ଆତଙ୍କୀ ନିହତ

June 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲ୍ଲାର ଖୁଲଚୋହର ଅଂଚଳରେ ୩ ଜଣ ଆତଙ୍କବାଦୀକୁ ନିହତ କରାଯାଇଛି । ସୁରକ୍ଷା ବାହିନୀର ଯବାନମାନେ ଏହି ଅଜଣା ଆତଙ୍କବାଦୀମାନଙ୍କୁ ନିହତ କରିଛନ୍ତି । ବିଶ୍ୱସ୍ତ ସୂତ୍ରରୁ ଖବର ମିଳିବା ପରେ ସୁରକ୍ଷା ବାହିନୀର ଯବାନମାନେ ନିଦ୍ଦିଷ୍ଟସ୍ଥାନରେ ଏନକାଉଣ୍ଟର କରିଥିଲେ । ସୁରକ୍ଷା ବାହିନୀର ଯବାନମାନେ ଘଟଣାସ୍ଥଳରୁ ବନ୍ଧୁକ ଓ ଗୁଳି ଜବତ କରିବା ସହ ସର୍ଚ୍ଚ ଅପରେଶନ ଜାରି ରଖିଛନ୍ତି । ମୃତ ଆତଙ୍କବାଦୀଙ୍କ ପାଖରୁ ଏକ-47 ବନ୍ଧୁକ ଦୁଇଟି ପିସ୍ତଲ ଜବତ କରାଯାଇଥିବା ସ୍ଥଳ ସେନା ପକ୍ଷରୁ ସୂଚନା ମିଳିଛି। ତେବେ ମୃତ ଆତଙ୍କବାଦୀଙ୍କର ଚିହ୍ନଟ ହୋଇନାହିଁ।

ସୂଚନା ଯୋଗ୍ୟ, ଗତ ଶୁକ୍ରବାର ତ୍ରାଲରେ ସୁରକ୍ଷା ବାହିନୀର ଯବାନମାନେ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀକୁ ନିହତ କରିଥିଲେ ।

encounter jammu kashmir
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Latest News

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ବିସ୍ତୃତ ରାଶିଫଳ: ଜୁନ ୭ ତାରିଖ ରବିବାରରେ ୭ଟି ରାଶି ଉପରେ ମା’ ଲକ୍ଷ୍ମୀଙ୍କ ରହିଛି ଆର୍ଶିବାଦ

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.