Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାକିରି ରେ ଯୋଗଦେବା ପୂର୍ବରୁ ଜୀବନ ହାରିଲେ ଓଏଫ୍ଏସ ଅଧିକାରୀ
ଆଜିର ଖବର

ଚାକିରି ରେ ଯୋଗଦେବା ପୂର୍ବରୁ ଜୀବନ ହାରିଲେ ଓଏଫ୍ଏସ ଅଧିକାରୀ

June 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର
ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଚାକିରିରେ ଯୋଗ ଦେବା ପୂର୍ବଦିନ ଆତ୍ମହତ୍ୟା କରିଛନ୍ତି ଓଏଫ୍ଏସ ଅଧିକାରୀ। ଏପରି ଅଭାବନୀୟ ଘଟଣା ରାଜଧାନୀ ଖଣ୍ଡଗିରି ଥାନା ଡୁମଡୁମା ଫେଜ୍ 4ରେ ଘଟିଛି। ମୃତକ ହେଲେ ଅଭିଳାଶ ସ୍ୱରୂପ ମହାପାତ୍ର।

ମିଳିଥିବା ସୂଚନା ଅନୁଯାୟୀ , ଅଭିଳାଷ ଆଜି ଭୁବନେଶ୍ୱରସ୍ଥିତ ଟ୍ରେଜେରି ଅଫିସ୍‌ରେ ଓଏଫଏସ୍‌ ଅଧିକାରୀ ଭାବେ ଆଜି ଯୋଗ ଦେଇଥାନ୍ତେ। ହେଲେ ଗତକାଲି ସେ ଆତ୍ମହତ୍ୟା ପରି ଚରମ ପଦକ୍ଷେପ ନେଇଛନ୍ତି। ଅଭିଳାଷଙ୍କ ପ୍ରକୃତ ଘର ଟିଟିଲାଗଡରେ । କିନ୍ତୁ ସେ ରାଜଧାନୀ ଖଣ୍ଡଗିରି ଥାନା ଡୁମଡୁମା ଫେଜ୍‌ରେ ପତ୍ନୀଙ୍କ ସହ ରହୁଥିଲେ । ଘର ଭିତରୁ ଝୁଲନ୍ତା ଅବସ୍ଥାରେ  ତାଙ୍କ  ମୃତଦେହ ଉଦ୍ଧାର କରାଯାଇଥିଲା। ଘଟଣାସ୍ଥଳରେ ଖଣ୍ଡିଗିରି ପୁଲିସ୍‌ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।  ତେବେ ପୁଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି । ପାରିବାରିକ କଳହରୁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୋଗରାଇ କାଳୀପୂଜା ମେଳାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

November 14, 2026

କାଳୀପୂଜା ମେଳାରେ ଭୟଙ୍କର ଅଗ୍ନିକାଣ୍ଡ! ଜଳିଗଲା ୧୦ରୁ ଅଧିକ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ

November 14, 2026

ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ଆନ୍ଧ୍ର-ଓଡ଼ିଶା ଉପକୂଳ ମୁହାଁ ‘ଅକ୍‌ଭାନ୍‌’! ୧୮ରୁ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

November 14, 2026

WhatsApp New Feature: ନିଜ ଠିକଣା ସେୟାର କରିବାକୁ ଆଉ ଦରକାର ପଡ଼ିବନି ଫଟୋ କିମ୍ବା ଭିଡିଓ

November 14, 2026
Latest News

ଭୋଗରାଇ କାଳୀପୂଜା ମେଳାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

November 14, 2026

କାଳୀପୂଜା ମେଳାରେ ଭୟଙ୍କର ଅଗ୍ନିକାଣ୍ଡ! ଜଳିଗଲା ୧୦ରୁ ଅଧିକ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ

November 14, 2026

ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ଆନ୍ଧ୍ର-ଓଡ଼ିଶା ଉପକୂଳ ମୁହାଁ ‘ଅକ୍‌ଭାନ୍‌’! ୧୮ରୁ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

November 14, 2026

WhatsApp New Feature: ନିଜ ଠିକଣା ସେୟାର କରିବାକୁ ଆଉ ଦରକାର ପଡ଼ିବନି ଫଟୋ କିମ୍ବା ଭିଡିଓ

November 14, 2026

Family Pension Rules: ସ୍ୱାମୀ କିମ୍ବା ସ୍ତ୍ରୀଙ୍କ ମୃତ୍ୟୁ ପରେ କିଏ ହେବେ ପେନସନ୍‌ର ହକ୍‌ଦାର?

November 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.