Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ ୨୪୫ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୮୫୯ କୁ ବୃଦ୍ଧି
ଆଜିର ଖବର

ରାଜ୍ୟରେ ଆଉ ୨୪୫ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୮୫୯ କୁ ବୃଦ୍ଧି

June 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୧୪ ଜଣ ଚିହ୍ନଟ ହୋଇଥିବାବେଳେ ୩୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୮୫୯ କୁ ବୃଦ୍ଧି ହୋଇଛି। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୦୮୬ ଜଣ। ସେହିପରି ସୁସ୍ଥ ହୋଇଛନ୍ତି ୪ହଜାର ୭୪୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି ୨୧ ଜଣ। ସେହିପରି ୭ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

corona covid-19 Odisha
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.