Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାରେ ସଂକ୍ରମିତ ହେଲେ ତେଲେଙ୍ଗାନା ଗୃହମନ୍ତ୍ରୀ
ଆଜିର ଖବର

କରୋନାରେ ସଂକ୍ରମିତ ହେଲେ ତେଲେଙ୍ଗାନା ଗୃହମନ୍ତ୍ରୀ

June 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Mohammed Mahmood Ali . (File Photo: IANS)

ହାଇଦ୍ରାବାଦ: ତେଲେଙ୍ଗାନା ଗୃହମନ୍ତ୍ରୀ ମହମ୍ମଦ ମହମୁଦ ଅଲିଙ୍କ କରୋନା ପରୀକ୍ଷା ରିପୋର୍ଟ ପଜିଟିଭ୍ ଆସିଛି। ରବିବାର ରାତିରେ ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟ ଅଧିକାରୀ ତାଙ୍କ ଅବସ୍ଥା ସ୍ଥିର ବୋଲି ବର୍ଣ୍ଣନା କରିଛନ୍ତି। ଅଲି ଜୁନ୍ ୨୫ ରେ ପୋଲିସର ବରିଷ୍ଠ ଅଧିକାରୀଙ୍କ ସହ ହରିଥା ହରାମ ନାମକ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। କରୋନାଭାଇରସ୍ ଦ୍ଵାରା ସଂକ୍ରମିତ ହୋଇଥିବା ସେ ହେଉଛନ୍ତି ପ୍ରଥମ ମନ୍ତ୍ରୀ। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟ ବିଧାନସଭାର ତିନିଜଣ ସଦସ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି। (ଏଜେନ୍ସି)

କରୋନାରେ ସଂକ୍ରମିତ ତେଲେଙ୍ଗାନା ଗୃହମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.