Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର : ବାହାରିଲେ 9, ସୁସ୍ଥ ହେଲେ 2
ଆଜିର ଖବର

ଜଗତସିଂହପୁର : ବାହାରିଲେ 9, ସୁସ୍ଥ ହେଲେ 2

June 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଆଜି ଜଗତସିଂହପୁରରୁ 9 ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତଥ୍ୟ ଜାରି କରିଛି ଜିଲ୍ଳା ପ୍ରଶାସନ ।  ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସମେସ୍ତ ପ୍ରବାସ ଫେରନ୍ତା ରହିଥିବାବେଳେ ସମସ୍ତ ଆକ୍ରାନ୍ତ ଟିଏମ୍‌ସିରୁ  ଚିହ୍ନଟ ହୋଇଛନ୍ତି । କୁଜଙ୍ଗରୁ ତିନିଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଏହି ଆକ୍ରାନ୍ତଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ଦୁଇଜଣ ଓ ଦିଲ୍ଲୀରୁ ଜଣେ ଫେରିଥିଲେ । ସେହିପରି ନୂଆଗାଁରୁ ମଧ୍ୟ ତିନିଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ତାମିଲନାଡୁ, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗରୁ ଜଣେ ଲେଖାଏଁ ରହିଛନ୍ତି । ସେହିପରି ତିର୍ତ୍ତୋଲରୁ  ତିନିଜଣ ଚିହ୍ନଟ ହୋଇଥିବା ସ୍ଥଳେ ଏହି ଆକ୍ରାନ୍ତମାନଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ରରୁ ଫେରିଛନ୍ତି । ଅନ୍ୟ ଦୁଇଜଣଙ୍କ ମଧ୍ୟରୁ ଜଣେ ସାଉଦି ଆରବରୁ ଫେରିଥିବାବେଳେ ଅନ୍ୟ ଜଣକ ପଶ୍ଚିମବଙ୍ଗରୁ ଫେରିଛନ୍ତି।

ନୂତନ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 281ରେ ପହଞ୍ଚିଛି । ସେହିପରି ଆଜି ଜିଲ୍ଲାରୁ 2ଜଣ ସୁସ୍ଥ ହୋଇଛନ୍ତି । ଜିଲ୍ଲାରେ ଏପର୍ଯ୍ୟନ୍ତ 110ଟି ଆକ୍ଟିଭ୍‌ କେସ ରହିଥିବାବେଳେ 171ଜଣ ସୁସ୍ଥ ହୋଇଛନ୍ତି ।

ଆକ୍ରାନ୍ତ ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ପାକିସ୍ତାନର ୟୁ-ଟର୍ଣ୍ଣ: ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.