Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିକିତ୍ସା ପାଇଁ ଆସିଥିବା ବ୍ୟାଙ୍କ କର୍ମଚାରୀ ପଜିଟିଭ୍‌ : ଦୁଇ ଡାକ୍ତରଙ୍କ ସମେତ 25 ଜଣଙ୍କୁ କ୍ବାରେଣ୍ଟାଇନ୍‌
ଆଜିର ଖବର

ଚିକିତ୍ସା ପାଇଁ ଆସିଥିବା ବ୍ୟାଙ୍କ କର୍ମଚାରୀ ପଜିଟିଭ୍‌ : ଦୁଇ ଡାକ୍ତରଙ୍କ ସମେତ 25 ଜଣଙ୍କୁ କ୍ବାରେଣ୍ଟାଇନ୍‌

June 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର କ୍ବାରେଣ୍ଟିନ୍‌ରେ ଗଲେ । ଜଣେ ଡାକ୍ତରଙ୍କ ସମେତ 5 ଜଣ କର୍ମଚାରୀ କ୍ବାରେଣ୍ଟାଇନ୍‌ ରହିବାକୁ ନିର୍ଦ୍ଦେଶ ରହିଛି । ପ୍ରଶାସନ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସାନିଟାଇଜ୍‌ କରାଯାଉଛି । ଚିକିତ୍ସା ପାଇଁ ଆସିଥିବା ଜଣେ ବ୍ୟାଙ୍କ କର୍ମଚାରୀ କରୋନା ପଜିଟିଭ୍‌ ହେବା ପରେ ଏନେଇ ପଦକ୍ଷେପ ଦିଆଯାଇଛି । ଚିହ୍ନଟ କର୍ମଚାରୀ ଯାଇଥିବା 2ଟି କ୍ଲିନିକ୍‌, 2ଟି ମେଡିସିନ୍‌ ଷ୍ଟୋର୍‌ ସିଲ୍‌ କରାଯାଇଛି । ଏକ ନର୍ସିଂହୋମର ଜଣେ ଡାକ୍ତରଙ୍କୁ ମଧ୍ୟ କ୍ବାରେଣ୍ଟାଇନ୍‌ ପଠାଯାଇଛି । ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ମୋଟ୍‌ 25 ଜଣଙ୍କୁ କ୍ବାରେଣ୍ଟିନ୍‌ ପଠାଯାଇଛି ।

କ୍ବାରେଣ୍ଟାଇନ୍‌ ପଜିଟିଭ୍‌ ବ୍ୟାଙ୍କ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.