Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହସ୍ପିଟାଲ କର୍ମଚାରୀଙ୍କ ପାଇଁ ନୂଆ ଗାଇଡ ଲାଇନ ଜାରି କଲା ବିଏମ୍‌ସି
ଆଜିର ଖବର

ହସ୍ପିଟାଲ କର୍ମଚାରୀଙ୍କ ପାଇଁ ନୂଆ ଗାଇଡ ଲାଇନ ଜାରି କଲା ବିଏମ୍‌ସି

June 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବିଭିନ୍ନ ହସ୍ପିଟାଲରେ କାର୍ଯ୍ୟରତ ଥିବା କର୍ମଚାରୀଙ୍କ ପାଇଁ ଗାଇଡଲାଇନ ଜାରି କରିଛି ବିଏମ୍‌ସି । ସେହିପରି ଭୁବନେଶ୍ବର ବସ୍ତି ଅଞ୍ଚଳରେ ରହୁଥିବା କର୍ମଚାରୀଙ୍କ ପାଇଁ ମଧ୍ୟ ଗାଇଡଲାଇନ୍‌ ଜାରି  କରିଛି । ବସ୍ତି ଅଞ୍ଚଳରେ ରହୁଥିବା ସବୁ କର୍ମଚାରୀଙ୍କ ଡାଟାବେସ୍‌ ପ୍ରସ୍ତୁତ ହେବ । ଏନେଇ ସବୁ ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଜାରି କରିଛି ବିଏମ୍‌ସି। ବସ୍ତିରେ ରହୁଥିବା କର୍ମଚାରୀ ଏକାଦିକ୍ରମେ 14 ଦିନ ଡ୍ୟୁଟି କରିବେ।ହସ୍ପିଟାଲ ପରିସରରେ ସମ୍ପୃକ୍ତ କର୍ମଚାରୀଙ୍କ ପାଇଁ ରହଣି ବ୍ୟବସ୍ଥା ହେବ । ହସ୍ପିଟାଲ ପରିସରରେ ସମ୍ପୃକ୍ତ କର୍ମଚାରୀଙ୍କପାଇଁ ରହଣି ବ୍ୟବସ୍ଥା ହେବ। 14 ଦିନ ଡ୍ୟୁଟି ପରେ ନେଗେଟିଭ ରିପୋର୍ଟ ଦେଖି ରିଲିଜ୍‌ କରାଯିବ । ପ୍ରଥମ ଦଫା କର୍ମଚାରୀଙ୍କ ଡ୍ୟୁଟି ପରେ ଦ୍ବିତୀୟ ଦଫା କର୍ମଚାରୀଙ୍କୁ ଡ୍ୟୁଟି ମିଳିବ। ଜଣେ ଜଣେ ନୋଡାଲ ଅଧିକାରୀ ନିଯୁକ୍ତ କରିବେ ହସ୍ପିଟାଲ କର୍ତ୍ତୃପକ୍ଷ। ନୋଡାଲ ଅଧିକାରୀ କର୍ମଚାରୀଙ୍କ ତଥ୍ୟ ବିଏମ୍‌ସିକୁ ନିୟମିତ ପ୍ରଦାନ କରିବେ ।

ବିଏମ୍‌ସି
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରାପଡାର ହୁକିଟୋଲା ଦ୍ୱୀପ: ଦେଶର ସର୍ବୋତ୍ତମ ଗୁପ୍ତ ରହସ୍ୟମୟ ରମଣୀୟ ନୌବାଣିଜ୍ୟ ସ୍ମାରକୀ

August 10, 2026

ରୁଷରୁ ଭାରତକୁ ବିଛାଯିବ ରେଳ ଲାଇନ: ଜାଣନ୍ତୁ ଯୋଜନା

August 10, 2026

ଦୁଇ ବରିଷ୍ଠ ଆଇପିଏସଙ୍କୁ ଡିଜି ପ୍ୟାହାକୁ ପଦନ୍ନୋତି, ଖୁବ ଶିଘ୍ର ନୂଆ ଡିଜିଙ୍କ ନାମ ଘୋଷଣା

August 10, 2026

୫ ଦଫା ଦାବିକୁ ନେଇ ନଳକୂପ ମିସ୍ତ୍ରୀ ଓ ପମ୍ପ ଚାଳକମାନଙ୍କର ବିଧାନସଭା ସମ୍ମୁଖରେ ଗଣଧାରଣା

August 10, 2026
Latest News

କେନ୍ଦ୍ରାପଡାର ହୁକିଟୋଲା ଦ୍ୱୀପ: ଦେଶର ସର୍ବୋତ୍ତମ ଗୁପ୍ତ ରହସ୍ୟମୟ ରମଣୀୟ ନୌବାଣିଜ୍ୟ ସ୍ମାରକୀ

August 10, 2026

ରୁଷରୁ ଭାରତକୁ ବିଛାଯିବ ରେଳ ଲାଇନ: ଜାଣନ୍ତୁ ଯୋଜନା

August 10, 2026

ଦୁଇ ବରିଷ୍ଠ ଆଇପିଏସଙ୍କୁ ଡିଜି ପ୍ୟାହାକୁ ପଦନ୍ନୋତି, ଖୁବ ଶିଘ୍ର ନୂଆ ଡିଜିଙ୍କ ନାମ ଘୋଷଣା

August 10, 2026

ଶେଷ ହେବ କି ସଂସଦର ଅଚଳାବସ୍ଥା?: ବିରୋଧୀଙ୍କୁ ଏହା କରିବା ପାଇଁ ନିବେଦନ କଲେ କିରେନ ରିଜିଜୁ

August 10, 2026

୫ ଦଫା ଦାବିକୁ ନେଇ ନଳକୂପ ମିସ୍ତ୍ରୀ ଓ ପମ୍ପ ଚାଳକମାନଙ୍କର ବିଧାନସଭା ସମ୍ମୁଖରେ ଗଣଧାରଣା

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.