Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଏସ୍‌ପିଙ୍କ ସହ 6 ପୋଲିସ୍‌ଙ୍କୁ କରୋନା
ଆଜିର ଖବର

ଡିଏସ୍‌ପିଙ୍କ ସହ 6 ପୋଲିସ୍‌ଙ୍କୁ କରୋନା

June 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଠଗଡ : କଟକ ଗ୍ରାମାଞ୍ଚଳ ଜିଲ୍ଲାର ଜଣେ ପୋଲିସ୍‌ ଡିଏସ୍‌ପିଙ୍କୁ କରୋନା । ଡିଏସ୍‌ପିଙ୍କ ସହ ଏକ ଥାନାର 5 କର୍ମଚାରୀ ମଧ୍ୟ କରୋନା ପଜିଟିଭ୍‌ । ଆଠଗଡ ଏସ୍‌ଡିଏମ୍‌ଓ ବିଜୟ କୁମାର ମିଶ୍ରଙ୍କ ସୂଚନା ରହିଛି । କାଲି ଉକ୍ତ ଥାନାର ଆଇଆଇସି ପଜିଟିଭ ଚିହ୍ନଟ ହୋଇଥିଲେ । ସମ୍ପ୍ରତି ରାଜ୍ୟରେ ଏବେ କରୋନା ମାମଲା ବଢି ଚାଲିଥିବାବେଳେ କୋଭିଡ୍‌ ଯୋଦ୍ଧାମାନେ ଏବେ  କରୋନାରେ ଆକ୍ରାନ୍ତ ହେଉଛନ୍ତି।

କରୋନା କୋଭିଡ୍‌ ଯୋଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.