Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ 6 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଆଜି ଭୁବନେଶ୍ବରରୁ 6 ପଜିଟିଭ୍‌ ଚିହ୍ନଟ

June 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଭୁବନେଶ୍ବରରୁ 6ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି । ଏହି 6 ଆକ୍ରାନ୍ତଙ୍କ ମଧ୍ୟରୁ 5ଜଣ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ଥିବାବେଳେ ଜଣେ ହୋମ୍‌ କ୍ବାରେଣ୍ଟିନ୍‌ ଥିବାର ସୂଚନା ରହିଛି ।

ହୋମ୍‌ କ୍ବାରେଣ୍ଟାଇନ୍‌ରେ ରହିଥିବା ଆକ୍ରାନ୍ତ ଜଣକ ରେଲ୍‌ଓ୍ବେ କର୍ମଚାରୀ ବୋଲି ସୂଚନା ରହିଛି । ସେ ନିକଟରେ ନୂଆଦିଲ୍ଲୀରୁ ଫେରିଥିଲେ ।  ସେହିପରି ଅନ୍ୟ 5 ଜଣ ଲୋକାଲ୍‌ ଆକ୍ରାନ୍ତଙ୍କ ମଧ୍ୟରୁ ଶିରିପୁର ଲକ୍ଷ୍ମୀବଜାର ବସ୍ତିରୁ 3 ଜଣ ରହିଛନ୍ତି । ଏହି ତିନି ଜଣଙ୍କ ମଧ୍ୟରେ ଜଣେ 60 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 15 ବର୍ଷୀୟା ବାଳିକା ଥିବାବେଳେ ଅନ୍ୟ ଜଣେ 15 ବର୍ଷୀୟା ବାଳକ ରହିଛନ୍ତି । ଏହି ତିନି ଜଣ ପୂର୍ବ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାର ସୂଚନା ରହିଛି ।

ସେହିପରି ବମିଖାଲ କେନାଲ୍‌ ରୋଡ୍‌ଣୁ ଜଣେ 13 ବର୍ଷୀୟ ବାଳକ ଚିହ୍ନଟ ହୋଇଥିବାବେଳେ ଚନ୍ଦ୍ରଶେଖରପୁର ବିଡିଏ କଲୋନୀରୁ ଜଣେ 32 ବର୍ଷୀୟ ପୁରୁଷ ଚିହ୍ନଟ ହୋଇଛନ୍ତି ।

Image

ସେହିପରି ଆଜି ଭୁବନେଶ୍ବରର ସହରରରୁ 11 ଜଣ ସୁସ୍ଥ ହୋଇଛନ୍ତି । ତେବେ ଆଜି 6 ନୂତନ ଆକାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 320ରେ ପହଞ୍ଚିଲାଣି । 4 ଜଣ ମୃତ୍ୟୁବରଣ କରିଥିବାବେଳେ ସୁସ୍ଥ ହୋଇଛନ୍ତି 185 ଜଣ । ଏବେ ସୁଦ୍ଧା ସହରରେ 130ଟି ଆକ୍ଟିଭ୍‌ କେସ୍‌ ରହିଛି ।

କରୋନା ଆକ୍ରାନ୍ତ ବିଏମ୍‌ସି
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.