Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାନଖେମୁଣ୍ଡି ବ୍ଲକ ସାହାସପୁର ମେଡିକାଲରେ ଶିଶୁ ମୃତ୍ଯୁ ନେଇ ଉତ୍ତେଜନା
ଆଜିର ଖବର

ସାନଖେମୁଣ୍ଡି ବ୍ଲକ ସାହାସପୁର ମେଡିକାଲରେ ଶିଶୁ ମୃତ୍ଯୁ ନେଇ ଉତ୍ତେଜନା

June 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର:  ସାନଖେମୁଣ୍ଡି ବ୍ଲକ ସାହାସପୁର ମେଡିକାଲରେ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି । ସୂଚନା ମୁତାବକ ଗତକାଲି ସାହାସପୁର ଗ୍ରାମର ବଡସାହିର ଏକ ପରିବାରର ୪ସଦସ୍ଯ ଝାଡାବାନ୍ତି ରୋଗରେ ପୀଡିତ ହୋଇ ମେଡିକେଲ ଯାଇଥିଲେ। ସଂପୃକ୍ତ ଡାକ୍ତର ଔଷଧ ପ୍ରଦାନ କରି ବିଦା କରିଦେଇଥିଲେ। ୪ଜଣଙ୍କ ଅବସ୍ଥା ଅଧିକ ଗୁରୁତର ଆଡକୁ ଗତିକରିବା ସହ ପରିବାରର ୧୦ବର୍ଷର ପିଲାଟି ମୃତ୍ଯୁବରଣ କରିବା ଯୋଗୁଁ ଗ୍ରାମରେ ଉତ୍ତେଜନା ଲାଗିରହିଛି। ଡାକ୍ତରଙ୍କ ଅପାରଗତା ଯୋଗୁଁ ପିଲାଟିର ମୃତ୍ଯୁ ହୋଇଥିବାର ଅଭିଯୋଗ କରି ମେଡିକେଲରେ ଶତାଧିକ ଲୋକ ଜମା ହୋଇ ପ୍ରତିବାଦ କରୁଛନ୍ତି  ତେବେ ଏହି ଘଟଣାରେ ପ୍ରଶାସନ ତୁରନ୍ତ ହସ୍ତକ୍ଷେପ କରି ଏହାର ସମାଧାନ କରିବା ପାଇଁ ସ୍ଥାନୀୟରେ ଦାବି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍‌କୋର ଜମି ମଞ୍ଜୁରୀ

September 4, 2026

‘ଶୂନ୍ ମୃତ୍ୟୁ ସପ୍ତାହ’ ଆରମ୍ଭ; ଜୀବନ ବଞ୍ଚାଇଲେ ମିଳିବ ‘ରାହାବାର’ ଓ ‘ଗୁଡ୍ ସମାରିଟାନ୍’ ପୁରସ୍କାର

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

କରୈକଲ୍‌ର ମହିଳା ମତ୍ସ୍ୟଜୀବୀଙ୍କୁ ସ୍ୱାବଲମ୍ବୀ କରିଛି ସାମୁଦ୍ରିକ ଶୈବାଳ ଚାଷ

September 4, 2026
Latest News

ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍‌କୋର ଜମି ମଞ୍ଜୁରୀ

September 4, 2026

ଆଘାତ ନଥାଇ ହଠାତ୍ ଗୋଡ଼ରେ ଯନ୍ତ୍ରଣା ହେଉଛି କି ! ଶରୀରର ଏହି ‘ସିଗନାଲ୍‌’କୁ ବୁଝନ୍ତୁ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026

‘ଶୂନ୍ ମୃତ୍ୟୁ ସପ୍ତାହ’ ଆରମ୍ଭ; ଜୀବନ ବଞ୍ଚାଇଲେ ମିଳିବ ‘ରାହାବାର’ ଓ ‘ଗୁଡ୍ ସମାରିଟାନ୍’ ପୁରସ୍କାର

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.