Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବଠାରୁ ଅଧିକ ସତର୍କତା ଲୋଡା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆଜିର ଖବର

ପୂର୍ବଠାରୁ ଅଧିକ ସତର୍କତା ଲୋଡା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :  କରୋନା ମହାମାରୀ ସମୟରେ ଦେଶବାସୀଙ୍କୁ ଆଜି ଷଷ୍ଠଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରୁଛନ୍ତି । କରୋନା ସହ ଲଢେଇ କରି କରି ଆମେ ଅନ୍‌ଲକ୍‌-2ରେ ପ୍ରବେଶ କଲେଣି । ଏହା ସହିତ ଆମେ ବର୍ଷା ଋତୁରେ ମଧ୍ୟ ପହଞ୍ଚିଛେ । ଏହି ସମୟରେ ଆମକୁ ଅଧିକ ସଚେତନ ହେବାକୁ ପଡିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଅନଲକ -1 ପରଠାରୁ ଲୋକେ ଅସତର୍କ ହୋଇଛନ୍ତି । କିନ୍ତୁ ଏବେ ଅଧିକ ସତର୍କତା ଜରୁରୀ ହୋଇପଡିଛି । ଲକ୍‌ଡାଉନ୍‌ ପାଇଁ ଅନେକ ଜୀବନ ରକ୍ଷା ହୋଇପାରିଛି । କଣ୍ଟନମେଣ୍ଟ ଜୋନରେ ଅଧିକ ସତର୍କତା ରହିବା ଉଚିତ୍‌ ।

ଆସନ୍ତା 5 ମାସ ଯାଏ ମାଗଣାରେ ମିଳିବ ରାସନ ସାମଗ୍ରୀ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି । 80କୋଟିରୁ ଅଧିକ ଲୋକଙ୍କୁ ମାଗଣା ରାସନ ମିଳିବ । ସେହିପରି ନଭେମ୍ବର ମାସ ଯାଏ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିବ।

ଦେଶରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି । କିନ୍ତୁ ଏବେ ଲୋକଙ୍କ ଅବହେଳା ଚିନ୍ତାର କାରଣ ପାଲଟିଛି । ପୂର୍ବାପେକ୍ଷା ଅଧିକ ସତର୍କ ହେବା ଆଜିର ସମୟରେ ଆବଶ୍ୟକତା ହୋଇପଡିଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।ସରକାର ଓ ନାଗରିକ ଅଧି ସତର୍କ ରହିବା ଜରୁରୀ ହୋଇପଡିଛି ।

ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ବାକୁ କଡାକଡି କରିବା । ସେହିପରି ସାଧାରଣ ନାଗରିକଠାରୁ ପ୍ରଧାନମନ୍ତ୍ରୀଙ୍କ କେହି ବି ନିୟମରୁ ଉର୍ଦ୍ଧ୍ବରେ ନୁହଁନ୍ତି । ସମେସ୍ତ ନିୟମକୁ ମାନିବା ଉଚିତ୍‌ ବୋଲି କହିଛନ୍ତି ମୋଦି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026
Latest News

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.