Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 243 ଜଣ ସୁସ୍ଥ ହୋଇଛନ୍ତି
ଆଜିର ଖବର

ଆଜି ରାଜ୍ୟରୁ 243 ଜଣ ସୁସ୍ଥ ହୋଇଛନ୍ତି

June 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ 243 ଜଣ ସୁସ୍ଥ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥଙ୍କ ମଧ୍ୟରେ ଗଜପତିରୁ ସର୍ବାଧିକ 59 ଜଣ ରହିଛନ୍ତି । ସେହିପରି ଆଜି ଗଞ୍ଜାମରୁ 41 ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ 38, କନ୍ଧମାଳରୁ 17, ଝାରସୁଗୁଡାରୁ 15, ସୁନ୍ଦରଗଡରୁ 10, ଭଦ୍ରକ,  ଯାଜପୁର ଓ କେନ୍ଦ୍ରାପଡାରୁ 8ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି କୋରାପୁଟରୁ 7, ବରଗଡ ଓ ମୟୂରଭଞ୍ଜରୁ 6 ଜଣ ଲେଖାଏଁ ରହିଛନ୍ତି । ଜଗତସିଂହପୁରରୁ 5, କଟକ, ମାଲକାନଗିରି ଓ ନବରଙ୍ଗପୁରରୁ 4 ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ବାଲେଶ୍ବରରୁ 2 ଜଣ ଓ କଳାହାଣ୍ଡିରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

କରୋନା ଆକ୍ରାନ୍ତ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026
Latest News

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026

ପୁଣି ବ୍ରହ୍ମପୁରରେ ଯୁବକଙ୍କୁ ଛୁରାମାଡ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.