Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»19 ଜିଲ୍ଲାରୁ 251 : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

19 ଜିଲ୍ଲାରୁ 251 : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

July 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 251 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ପଶ୍ଚିମବଙ୍ଗ ଆମ୍ଫାନ୍‌ ଉଦ୍ଧାର କାର୍ଯ୍ୟରୁ ଫେରିଥିବା ଜଣେ ଏନ୍‌ଡିଆରଏଫ୍‌ କର୍ମଚାରୀ ରହିଛନ୍ତି । ଆଜି 19ଟି ଜିଲ୍ଲାରୁ 251 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 102 ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ କଟକରୁ 32, ଖୋର୍ଦ୍ଧା ଜିଲ୍ଲାରୁ 26,  ନୟାଗଡରୁ 14 ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ପୁରୀ ଓ ବରଗଡରୁ 12 ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ମାଲକାନଗିରିରୁ 10, ସୁନ୍ଦରଗଡରୁ 7, ଗଜପତିରୁ 6, ଝାରସୁଗୁଡା ଓ ମୟୂରଭଞ୍ଜରୁ 5, ବାଲାଙ୍ଗିର, ଦେବଗଡ ଓ କେନ୍ଦ୍ରାପଡାରୁ 4 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ସମ୍ବଲପୁର ଓ ବାଲେଶ୍ବରରୁ 2 ଜଣ ଚିହ୍ନଟ ହୋଇଛନ୍ତି । ଅନୁଗୁଳ, ସୋନପୁର, ଯାଜପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

କଟକ ଖୋର୍ଦ୍ଧା ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡ ଗିରଫ

June 21, 2026
Latest News

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡ ଗିରଫ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.