Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାହୁଡୁଛନ୍ତି ମହାବାହୁ : ଆରମ୍ଭ ହେଲା ରଥଟଣା
ଆଜିର ଖବର

ବାହୁଡୁଛନ୍ତି ମହାବାହୁ : ଆରମ୍ଭ ହେଲା ରଥଟଣା

July 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : ଜନ୍ମବେଦୀ ଗୁଣ୍ଡିଚା ଘରେ ଶେଷ ହୋଇଯାଇଛି ମହାପ୍ରଭୁଙ୍କ ଲୀଳାଖେଳା । ଆଜି ଶ୍ରୀମନ୍ଦିର ଅଭିମୁଖେ ବାହୁଡୁଛନ୍ତି ମହାବାହୁ ।

ସକାଳୁ ମଙ୍ଗଳ ଆଳତି, ମଇଲମ, ଅବକାଶ, ବଲ୍ଲଭ, ସକାଳ ଧୂପରେ ଖେଚୁଡି ଖାଇ ବାହୁଡୁଛନ୍ତି ଜଗତପତି । ବାହୁଡ଼ାଯାତ୍ରାର ନୀତି ନିର୍ଘଣ୍ଟ ଅନୁଯାୟୀ ପହଣ୍ଡି ଆରମ୍ଭ ହୋଇ ଛେରା ପହଁରା ଶେଷ ହୋଇଥିବାବେଳେ ନିର୍ଘଣ୍ଟ ସମୟ  ଆଗରୁ ରଥଟଣା ଆରମ୍ଭ ହୋଇଛି । 12ଟାରେ ରଥଟଣା ଆରମ୍ଭ ହେବା ପାଇଁ ସମୟ ଧାର୍ଯ୍ୟ ହୋଇଥିବାବେଳେ ଧାର୍ଯ୍ୟ ସମୟର35 ମିନିଟ୍‌ ପୂର୍ବରୁ ରଥଟଣା ଆରମ୍ଭ ହୋଇଛି । 11ଟା 25ରେ ଗଡିଲା ବଡଠାକୁର ବଳଭଦ୍ରଙ୍କ ରଥଟଣା ହୋଇଥିଲା । ଧାର୍ଯ୍ୟ ସମୟର 35 ମିନିଟ୍‌ ପୂର୍ବରୁ ଆରମ୍ଭ ହୋଇଛି ରଥଟଣା ।

ବାହୁଡ଼ା ଯାତ୍ରା ପାଇଁ ରଥଯାତ୍ରା ଭଳ କୋଭିଡ କଟକଣା ଜାରି କରାଯାଇଛି । ପୁରୀ ସହରରେ ଗତକାଲି ରାତି 10ଟାରୁ କର୍ଫ୍ୟୁ ଜାରି ହୋଇଛି। ରଥଯାତ୍ରା ପାଇଁ  70 ପ୍ଲାଟୁନ ଫୋର୍ସ ରହିଛନ୍ତି । କୋଭିଡ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିବା ସେବାୟତମାନେ ରଥ ଟାଣୁଛନ୍ତି ।

ପୁରୀ ସହରରେ ଏକ ସପ୍ତାହ ମଧ୍ୟରେ ମୋଟ୍ 5569 ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ 12 ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି । ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଂଚଳକୁ କଣ୍ଟେନମେଣ୍ଟ ଜୋନ କରାଯାଇ କଣ୍ଟାକ୍ଟ ଟ୍ରେସିଙ୍ଗ ଚାଲିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026

ପ୍ରଧାନମନ୍ତ୍ରୀ ମୋଦି ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

October 13, 2026
Latest News

ବାୟୁସେନା ମୁଖ୍ୟ ଏପି ସିଂହଙ୍କ ‘ତେଜସ୍’ରେ ସରିଲା ଶେଷ ଉଡ଼ାଣ

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026

Truecallerରୁ ହଟାନ୍ତୁ ନିଜ ନମ୍ବର ଓ ବ୍ୟକ୍ତିଗତ ତଥ୍ୟ, ଏହି ସହଜ ଟ୍ରିକ୍‌ ଜାଣି ରଖନ୍ତୁ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.