Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ସହରରୁ ଆଜି 7 କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କଟକ ସହରରୁ ଆଜି 7 କରୋନା ଆକ୍ରାନ୍ତ ଚିହ୍ନଟ

July 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକ : ଆଜି କଟକ ସହରରେ  ସାତ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତ ପଜିଟଇଭ୍‌ ଲୋକାଲ କଣ୍ଟାକ୍ଟ କେସ ବୋଲି ଜଣାଯାଇଛି । 7 ଜଣଙ୍କ ମଧ୍ୟରୁ 6 ଜଣ କ୍ୟାନସର ହସ୍ପିଟାଲ ଲିଙ୍କରେ ସଂକ୍ରମିତ ହୋଇଥିବାର ସିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ।
ଆକ୍ରାନ୍ତଙ୍କ ମଧ୍ୟରେ କାଠଗଡ଼ା ସାହିରୁ ଜଣେ ମହିଳା, ଥୋରିଆ ସାହିରୁ ଜଣେ ପୁରୁଷ, ନୂଆପାଟଣାରୁ ଦୁଇ ଜଣ ମହିଳା, ମଙ୍ଗଳାବାଗରୁ ଜଣେ ଯୁବକ ଓ ଜଗତପୁରରୁ ଜଣେ ବ୍ୟକ୍ତି କ୍ୟାନସର ହସ୍ପିଟାଲ ଲିଙ୍କରେ ସଂକ୍ରମିତ ହୋଇଥିବା ଜଣାଯାଇଛି ।
ଅନ୍ୟପକ୍ଷରେ ମହାନଦୀବିହାରରୁ ଜଣେ ମହିଳା କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ସେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ।
ଆଜିର ନୂତନ 7ଟି ପଜିଟିଭ୍‌ ଚିହ୍ନଟ ପରେ କଟକ ସହରରେ ମୋଟ୍‌ ସଂକ୍ରମିତଙ୍କସଂଖ୍ୟା 46କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 22 । ସେହିପରି ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 22 ଟି ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।
Image
ଆକ୍ରାନ୍ତ କଟକ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026

ଗିରଫ ହେଲେ ରାମ ମନ୍ଦିରରେ ନମାଜ ପାଠ କରୁଥିବା ଅଭିଯୁକ୍ତ: ଜାଣନ୍ତୁ ଏହି ମାମଲାରେ କ’ଣ ହେବ ଦଣ୍ଡ?

January 10, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.